ଆଜିଠୁ ୨ ଦିନ ଶ୍ରୀମନ୍ଦିର ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, November 13, 2021

ଆଜିଠୁ ୨ ଦିନ ଶ୍ରୀମନ୍ଦିର ବନ୍ଦ

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଓ ଆସନ୍ତାକାଲି ଦୁଇ ଦିନ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର । କୋଭିଡ୍ ଗାଇଡଲାଇନ୍ ଅନୁଯାୟୀ ଆଜି ଶ୍ରୀମନ୍ଦିର ବିଶୋଧନ ପାଇଁ ଦର୍ଶନାର୍ଥୀଙ୍କ ପ୍ରବେଶ ବନ୍ଦ ରହିବ । ସୋମବାର ପଞ୍ଚକ ପ୍ରଥମ ଦିନ ପଡୁଥିବାରୁ ଭିଡ଼ ଆଶଙ୍କାରେ ଶ୍ରଦ୍ଧାଳୁଙ୍କୁ ଆସିବାକୁ ବାରଣ କରାଯାଇଛି ।

ସୋମବାର ବଡ଼ ଏକାଦଶୀ ଓ ପହିଲି ପଞ୍ଚକରେ ଶ୍ରାମନ୍ଦିରରେ ମହାପ୍ରଭୁଙ୍କର ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହେବ । ତେବେ ଭକ୍ତଙ୍କ ପାଇଁ କଟକଣାରୁ ଅଗଣିତ ଦର୍ଶକ ପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବେ । ସେହିଭଳି ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ମଧ୍ୟ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

The post ଆଜିଠୁ ୨ ଦିନ ଶ୍ରୀମନ୍ଦିର ବନ୍ଦ appeared first on Odisha Reporter.



from Odisha Reporter https://ift.tt/2YKxElV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages