ନିୟମିତ ହେବେ ଠିକା ଡାଟାଏଣ୍ଟ୍ରି ଅପରେଟର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, November 23, 2021

ନିୟମିତ ହେବେ ଠିକା ଡାଟାଏଣ୍ଟ୍ରି ଅପରେଟର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ନିୟମିତ ହେବେ ଠିକା ଡାଟାଏଣ୍ଟ୍ରି ଅପରେଟର। ଠିକା ଡାଟାଏଣ୍ଟ୍ରି ଅପରେଟରଙ୍କୁ ନିୟମିତ କରିବାକୁ ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏବେ ଆଉଟସୋର୍ସିଂରେ ୪ ଟି ବିଭାଗରେ କାର୍ଯ୍ୟରତ ଅଛନ୍ତି ଡାଟାଏଣ୍ଟ୍ରି ଅପରେଟର।

ନିୟମିତ ହେବାକୁ ଥିବା ଡାଟାଏଣ୍ଟ୍ରି ଅପରେଟରମାନେ ଲୋକାଲ ଫଣ୍ଡ ଅଡିଟ୍, ସବ୍‌ରେଜିଷ୍ଟ୍ରୀରେ କାର୍ଯ୍ୟରତ ଡାଟାଏଣ୍ଟ୍ରି ଅପରେଟର, ଲୋକସେବା ଭବନ ଓ ଗୋପବନ୍ଧୁ ଏକାଡେମୀରେ କାର୍ଯ୍ୟରତ ଡାଟାଏଣ୍ଟ୍ରି ଅପରେଟର୍ ରହିଛନ୍ତି। ୩ ମାସ ମଧ୍ୟରେ ନିୟମିତ କରିବା ସହ ସମସ୍ତ ସୁବିଧା ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଠିକା କର୍ମଚାରୀଙ୍କୁ ନିୟମିତ ନେଇ ଥିବା ମାପଦଣ୍ଡରେ ନିୟମିତ କରିବାକୁ ନିର୍ଦ୍ଦେଶନାମାରେ ସ୍ପଷ୍ଟ କରାଯାଇଛି। ଏହାଦ୍ୱାରା ୧୫୦୦ରୁ ଅଧିକ ଠିକା କର୍ମଚାରୀ ଉପକୃତ ହେବେ।

The post ନିୟମିତ ହେବେ ଠିକା ଡାଟାଏଣ୍ଟ୍ରି ଅପରେଟର appeared first on Odisha Reporter.



from Odisha Reporter https://ift.tt/30Qot3U

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages