ମୋବାଇଲ ବ୍ୟାଟେରୀ ଧରି ଖେଳୁଥିଲେ ୨ ଭାଇ, ହଠାତ୍‌ ଫାଟିଗଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 17, 2021

ମୋବାଇଲ ବ୍ୟାଟେରୀ ଧରି ଖେଳୁଥିଲେ ୨ ଭାଇ, ହଠାତ୍‌ ଫାଟିଗଲା

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ସାମାନ୍ୟ ଅସାବଧାନତା କାଳ ହେଲା । ମୋବାଇଲ ବ୍ୟାଟେରୀ ଧରି ଖେଳୁ ଖେଳୁ ତାହା ଫାଟିଯିବାରୁ ୨ ଭାଇ ଗୁରୁତର ହୋଇଛନ୍ତି। ଏପରି ଅଘଟଣ ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକ ଧୋବଶିଲା ଗାଁରେ ଘଟିଛି।

ସୂଚନା ଅନୁଯାୟୀ, ୨ ନାବାଳକ ଭାଇ ଏକ ମୋବାଇଲ ବ୍ୟାଟେରୀ ଧରି ଖେଳୁଥିଲେ। ହେଲେ ହଠାତ୍‌ ଏହା ଫାଟି ଯାଇଥିଲା। ଏହି ଦୁର୍ଘଟଣାରେ ୨ ଭାଇ ଗୁରୁତର ହୋଇଛନ୍ତି। ପରିବାର ଲୋକେ ଗୁରୁତର ଅବସ୍ଥାରେ ଉଭୟଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ମାତ୍ର ସେଠାରେ ଜଣଙ୍କର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।

The post ମୋବାଇଲ ବ୍ୟାଟେରୀ ଧରି ଖେଳୁଥିଲେ ୨ ଭାଇ, ହଠାତ୍‌ ଫାଟିଗଲା appeared first on Odisha Reporter.



from Odisha Reporter https://ift.tt/3pf9kDf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages