ଆଜିଠୁ ଓଡ଼ିଶା ସିଭିଲ ସର୍ଭିସ୍ ମେନ୍ ପରୀକ୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 19, 2022

ଆଜିଠୁ ଓଡ଼ିଶା ସିଭିଲ ସର୍ଭିସ୍ ମେନ୍ ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହୋଇଛି ଓଡ଼ିଶା ସିଭିଲ ସର୍ଭିସ୍ ମେନ୍ ପରୀକ୍ଷା । ଆଜି ପ୍ରଥମ ଦିନରେ ଓଡ଼ିଆ ଓ ଇଂରାଜୀ ବିଷୟରେ ପରୀକ୍ଷା ହେଉଛି । ରାଜ୍ୟର ୫ଟି ଜୋନ୍‌ରେ ୧୬ଟି କେନ୍ଦ୍ରରେ କୋଭିଡ୍ କଟକଣାରେ ପରୀକ୍ଷା କରାଯାଉଛି । ପୂର୍ବାହ୍ନ ୯ଟାରୁ ୧୨ଟା ପର୍ଯ୍ୟନ୍ତ ପ୍ରଥମ ସିଟିଂ ଓ ଅପରାହ୍ନ ୨ଟାରୁ ୫ଟା ଯାଏଁ ହେବ ଦ୍ୱିତୀୟ ସିଟିଂ ପରୀକ୍ଷା ।

ଏଥର OPSC ମେନ୍ ପରୀକ୍ଷାକୁ ଘୁଞ୍ଚାଇବାକୁ ଦାବି କରିଥିଲେ ପରୀକ୍ଷାର୍ଥୀ । କରୋନାରେ ଅନେକ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଥିବାରୁ ପରୀକ୍ଷା ଘୁଞ୍ଚାଇବାକୁ ଦାବି କରି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବା ସହ ରାଜଧାନୀରେ ବିକ୍ଷୋଭ ବି ପ୍ରଦର୍ଶନ କରିଥିଲେ । ହେଲେ ପୂର୍ବ ପ୍ରସ୍ତୁତି ଅନୁସାରେ ମେନ୍ ପରୀକ୍ଷା ଆଜିଠୁ ଆରମ୍ଭ ହୋଇଛି । ଫେବୃଆରୀ ୮ ତାରିଖ ଯାଏଁ ଏହା ଚାଲିବ।

The post ଆଜିଠୁ ଓଡ଼ିଶା ସିଭିଲ ସର୍ଭିସ୍ ମେନ୍ ପରୀକ୍ଷା appeared first on Odisha Reporter.



from Odisha Reporter https://ift.tt/3rtmjRs

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages