୩୧ ଜାନୁଆରୀ, ସୋମବାର: କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 30, 2022

୩୧ ଜାନୁଆରୀ, ସୋମବାର: କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ

ମେଷ: ବ୍ୟବସାୟ କ୍ଷେତ୍ରରେ ଥିବା ସମସ୍ୟା ଦୂର ହୋଇଯିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ରାଜନୀତି କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ଛାତ୍ରଛାତ୍ରୀ ମାନେ ହସଖୁସିରେ ସମୟ ବିତେଇବେ।

ବୃଷ: ବିବେକ ବୁଦ୍ଧି ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।

ମିଥୁନ: କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ସୁଖ ଶାନ୍ତିରେ ଦିନଟି କଟାଇ ପାରିବେ। ବ୍ୟବସାୟ କ୍ଷେତ୍ରରେ ଅଧିକ ଲାଭ ହେବ। ଦାମ୍ପତ୍ୟ ଜୀବନ ଖୁସିର କଟିବ।

କର୍କଟ: ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ।  ଶୁଭ ସମ୍ବାଦ ପାଇ ଆନନ୍ଦିତ ହେବେ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ।

ସିଂହ: ମାନସମ୍ମାନ ବୃଦ୍ଧି ହେବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ।  ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି।

କନ୍ୟା: ସନ୍ତାନ ସୁଖରେ ସୁଖିହେବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଦୂରଯାତ୍ରା କରି ମନ ଖୁସି ରହିବ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା: ଶରୀର ସୁସ୍ଥ ରହିବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ରାଜନୀତି କ୍ଷେତ୍ରରେ ମାନ- ସମ୍ମାନ ବୃଦ୍ଧି ହେବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ।

ବିଚ୍ଛା: ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ।  ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ଦୁର୍ବଳ ହେବେ। ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ।

ଧନୁ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ତଳ ମହଲରୁ ଆଶାତିତ ଲାଭ ପାଇ ପାରିବାରିକ ଜୀବନ ଆନନ୍ଦରେ କଟିବ। ଘର ପାଇଁ କିଛି ଜିନିଷ କିଣିବେ।

ମକର: ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ୱ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିବେ। ପରିବାରରେ ଥିବା ତିକ୍ତତା ଦୂର ହେବ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

କୁମ୍ଭ: ଉଧାର ଦେଇଥିବା ଟଙ୍କା ଫେରି ପାଇବେ। ରାଜନୈତିକ କ୍ଷେତ୍ରରେ ଉଚ୍ଚାଧିକାରୀ ସନ୍ତୁଷ୍ଟ ରହିବେ। ଅଧ୍ୟୟନ, ଅଧ୍ୟାପନ ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ମିଳିବ।

ମୀନ: ପରୀକ୍ଷାରେ କୃତକାର୍ଯ୍ୟ ହେବେ । ଦୂରସ୍ଥାନକୁ ଯାତ୍ରା କରିବେ।  ଘରକୁ ଅତିଥି ଆସିପାରନ୍ତି।

 

The post ୩୧ ଜାନୁଆରୀ, ସୋମବାର: କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ appeared first on Odisha Reporter.



from Odisha Reporter https://ift.tt/kq4Dtd0FT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages