ଚିଙ୍ଗୁଡି ସରୁଆ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 18, 2022

ଚିଙ୍ଗୁଡି ସରୁଆ

ଆବଶ୍ୟକ ସାମଗ୍ରୀ: କଟା ପିଆଜ, ରିଫାଇନ ତେଲ, ଲଙ୍କା ଗୁଣ୍ଡ, ଲୁଣ, ହଳଦୀ ଗୁଣ୍ଡ, ଗରମ ମସଲା  ଗୁଣ୍ଡ, ଧନିଆପତ୍ର ଓ କଞ୍ଚା ଲଙ୍କା

 ପ୍ରସ୍ତୁତ ପ୍ରଣାଳୀ: ପ୍ରଥମେ ନଡ଼ିଆକୁ କୋରି ତାର ରସ ବାହାର କରି ରଖନ୍ତୁ। ତା’ ପରେ ଚିଙ୍ଗୁଡିକୁ  ଲୁଣ ହଳଦୀ ଗୋଳାଇ ତାକୁ ଭାଜନ୍ତୁ। ଏହା ଭାଜି ହେଲାପରେ ତାକୁ ଏକ ପାତ୍ରରେ ରଖନ୍ତୁ। ଏହାପରେ କରେଇରେ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ କଟା ପିଆଜକୁ ପକାଇ ଭାଜନ୍ତୁ। ପିଆଜର ରଙ୍ଗ ନାଲି ହୋଇଯିବା ପରେ ସେଥିରେ ନଡିଆ ରସକୁ ପକାଇ ଦିଅନ୍ତୁ। ତା’ ପରେ ଗରମ ମସଲା ପକାଇ ଗୋଳାଇ ଦିଅନ୍ତୁ।

ଏହାପରେ ଭଜା ଚିଙ୍ଗୁଡିକୁ ସେଥିରେ ପକାଇ ଦିଅନ୍ତୁ।  ସେଥିରେ ଲଙ୍କାଗୁଣ୍ଡ, ସ୍ୱାଦ ଅନୁସାରେ ଲୁଣ ପକାଇ ତରକାରିକୁ କିଛି ସମୟ ପାଇଁ ଫୁଟିବାକୁ ଛାଡ଼ି ଦିଅନ୍ତି। ତରକାରିରୁ ପାଣି କମି ଆସିଲେ ସେଥିରେ ଧନିଆ ପତ୍ର ଓ  କଞ୍ଚା ଲଙ୍କା ପକାଇ ଦିଅନ୍ତୁ।  ପ୍ରସ୍ତୁତ ହୋଇଗଲା ଚିଙ୍ଗୁଡି ସରୁଆ।

The post ଚିଙ୍ଗୁଡି ସରୁଆ appeared first on Odisha Reporter.



from Odisha Reporter https://ift.tt/3tAXrtL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages