ଆଜିଠୁ ନିଟ୍ ପିଜି କାଉନସେଲିଂ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 11, 2022

ଆଜିଠୁ ନିଟ୍ ପିଜି କାଉନସେଲିଂ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୨୦୨୧-୨୨ ବର୍ଷ ପାଇଁ  ଏମବିବିଏସ, ବିଡିଏସ୍ ପାଠ୍ୟକ୍ରମରେ ନାମଲେଖା ପାଇଁ ଆଜିଠାରୁ ଆରମ୍ଭ ହେଉଛି ଓଜେଇଇ ପରିଚାଳିତ ନିଟ୍ ପିଜି କାଉନସେଲିଂ । OJEEର ୱେଟସାଇଟ www.ojee.nic.in  ବା www.odishajee.comରେ ଏ ସମ୍ବନ୍ଧୀୟ ସମସ୍ତ ତଥ୍ୟ ମିଳିପାରିବ ।

ଆଜି ମଧ୍ୟାହ୍ନ ୧୨ଟାରୁ  ଆସନ୍ତା ୧୮  ତାରିଖ ମଧ୍ୟରେ ରେଜିଷ୍ଟ୍ରେସନ, ଅନଲାଇନ୍ ଆପ୍ଲିକେସନ ସାଙ୍ଗକୁ ଫି ଡିପୋଜିଟ, ଡକ୍ଯୁମେଣ୍ଟ ଅପଲୋଡିଂ ଏବଂ ଅନଲାଇନ୍ ଫେରିଫିକେସନ ପାଇଁ ସମୟ ଓ ଦିନ ଧାର୍ଯ୍ୟ କରାଯାଇପାରିବ ।

ଜାନୁଆରୀ ୨୦ ତାରିଖରେ ଏ ସମ୍ପନ୍ଧିତ ସମସ୍ତ ତଥ୍ୟ ୱେବସାଇଟରେ ଉପଲବ୍ଧ ହେବ । ଜାନୁଆରୀ ୨୪ରେ ଓଜେଇଇ କର୍ତ୍ତୃପକ୍ଷ ପ୍ରୋଭିଜିନାଲ ମେରିଟ ଲିଷ୍ଟ ତାଲିକା ପ୍ରକାଶ କରିବେ ।  ୨୭ ଜାନୁଆରୀରେ ଫାଇନାଲ ମେରିଟ ଲିଷ୍ଟ  ପ୍ରକାଶ ପାଇବ ।

The post ଆଜିଠୁ ନିଟ୍ ପିଜି କାଉନସେଲିଂ appeared first on Odisha Reporter.



from Odisha Reporter https://ift.tt/3timtxz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages