ଚଳନ୍ତା ହାଇୱାରେ ଲାଗିଲା ନିଆଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 19, 2022

ଚଳନ୍ତା ହାଇୱାରେ ଲାଗିଲା ନିଆଁ

କୋରାପୁଟ(ଓଡ଼ିଶା ରିପୋର୍ଟର): କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ ଅନ୍ତର୍ଗତ କଡ଼ିଙ୍ଗାମାଳି ଅଞ୍ଚଳରେ ଚଳନ୍ତା ହାଇୱାରେ ନିଆଁ ଲାଗି ଯାଇଥିଲା। ତେବେ ଡ୍ରାଇଭର ଓ  ହେଲପର ଅଳ୍ପକେ ବର୍ତ୍ତି ଯାଇଥିଲେ।

ମିଳିଥିବା ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟାରେ ହାଇୱାଟି ବକ୍ସାଇଟ ଅନ୍‌ ଲୋଡିଂ କରି ପାହାଡ଼  ଉପରକୁ ଯାଉଥିଲା। ଏହି ସମୟରେ ହାଇୱାରେ  ହଠାତ୍ ନିଆଁ ଲାଗିଯାଇଥିଲା। ଗାଡ଼ିରେ ନିଆଁ ଲାଗି ଯାଇଥିବା  ଜାଣିପାରି ଡ୍ରାଇଭର ଓ ହେଲପର ଗାଡ଼ିରୁ ଓହ୍ଲାଇ ପଡ଼ିଥିଲେ। ଏନେଇ ସେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀମାନେ ଆସି ନିଆଁ ଲିଭାଇ ଥିଲେ।

ହାଇୱାରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗି ଯାଇଥିବା ଅନୁମାନ କରାଯାଉଛି ।

The post ଚଳନ୍ତା ହାଇୱାରେ ଲାଗିଲା ନିଆଁ appeared first on Odisha Reporter.



from Odisha Reporter https://ift.tt/32fLJtj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages