କରୋନା କବଳରେ ପଡ଼ିଗଲେ ସ୍ୱାସ୍ଥ୍ୟ ମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, January 7, 2022

କରୋନା କବଳରେ ପଡ଼ିଗଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନାରେ ଆକ୍ରାନ୍ତ ହୋଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ। ଏନେଇ ସେ ନିଜେ ସୂଚନା ଦେଇଛନ୍ତି।

ପଜିଟିଭ ଚିହ୍ନଟ ପରେ ମନ୍ତ୍ରୀ ଶ୍ରୀ ଦାସ ଆଇସୋଲେସନରେ ରହିଥିବା ନେଇ ଟ୍ୱିଟ କରିଛନ୍ତି। ଏଥିସହ ଗତ ୩ ଦିନରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ କରାଇନେବାକୁ ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଏବେ କରୋନା ସାଂଘାତିକ ରୂପ ନେଉଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୭୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୧୫୭୯ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ହେଉଛି ୧୧୨୪ଟି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୪୦୯ ଜଣ ଅଛନ୍ତି।

The post କରୋନା କବଳରେ ପଡ଼ିଗଲେ ସ୍ୱାସ୍ଥ୍ୟ ମନ୍ତ୍ରୀ appeared first on Odisha Reporter.



from Odisha Reporter https://ift.tt/3zx0Xq5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages