୨୦୨୨ ଟି-ଟ୍ୱେଣ୍ଟି ବିଶ୍ୱକପ୍‌:  ମୁହାଁମୁହିଁ ହେବେ ଭାରତ- ପାକ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 20, 2022

୨୦୨୨ ଟି-ଟ୍ୱେଣ୍ଟି ବିଶ୍ୱକପ୍‌:  ମୁହାଁମୁହିଁ ହେବେ ଭାରତ- ପାକ୍‌

ନୂଆଦିଲ୍ଲୀ: ୨୦୨୨ ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ଭାରତ-ପାକିସ୍ତାନ ଗୋଟିଏ ଗ୍ରୁପରେ ସ୍ଥାନ ପାଇଛନ୍ତି । ପୁଣି ପାକିସ୍ତାନ ବିପକ୍ଷ ମ୍ୟାଚରୁ ଆରମ୍ଭ ହେବ ଭାରତର ବିଶ୍ୱକପ୍ ଅଭିଯାନ।  ଅକ୍ଟୋବର ୨୩ରେ ଭାରତ- ପାକିସ୍ତାନ ଟି-୨୦ ମୁକାବିଲା ହେବ ।

ଭାରତ, ପାକିସ୍ତାନ ସହ ଦକ୍ଷିଣ ଆଫ୍ରିକା ଓ ବାଂଲାଦେଶ ଗୋଟିଏ ଗ୍ରୁପରେ ସ୍ଥାନ ପାଇଛନ୍ତି । ଅଷ୍ଟ୍ରେଲିଆରେ ହେବାକୁ ଥିବା ଏହି ବିଶ୍ୱକପ୍ ୧୬ ଅକ୍ଟୋବରରୁ ୧୩ ନଭେମ୍ବର ପର୍ଯ୍ୟନ୍ତ ଚାଲିବ  ।

ଚଳିତବର୍ଷ ୧୬ଟି ଟିମ୍ ଭାଗ ନେବେ । ବର୍ତ୍ତମାନ ସୁଦ୍ଧା ୧୨ଟି  ଟିମ୍ ଚୂଡାନ୍ତ ହୋଇଥିବା ବେଳେ ଆଉ ୪ଟି ଟିମ୍ ଯୋଗ୍ୟତା ପର୍ଯ୍ୟାୟରୁ  ଉନ୍ନୀତ ହେବେ । ଗ୍ରୁପ୍ ୧ରେ ଇଂଲଣ୍ଡ, ନ୍ୟୁଜିଲାଣ୍ଡ, ଅଷ୍ଟ୍ରେଲିଆ ଓ ଆଫଗାନିସ୍ତାନ ସ୍ଥାନ ପାଇଛନ୍ତି । ଗ୍ରୁପ୍ ୨ରେ ଭାରତ, ପାକିସ୍ତାନ, ଦକ୍ଷିଣ ଆଫ୍ରିକା ଓ ବାଂଲାଦେଶ ଟିମ୍ ରହିଛନ୍ତି ।

The post ୨୦୨୨ ଟି-ଟ୍ୱେଣ୍ଟି ବିଶ୍ୱକପ୍‌:  ମୁହାଁମୁହିଁ ହେବେ ଭାରତ- ପାକ୍‌ appeared first on Odisha Reporter.



from Odisha Reporter https://ift.tt/3nLZcQZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages