କାଲି ଚତୁର୍ଥ ପର୍ଯ୍ୟାୟ ମତଦାନ, ବୁଥ୍ ମୁହାଁ ପୋଲିଂ ପାର୍ଟି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 20, 2022

କାଲି ଚତୁର୍ଥ ପର୍ଯ୍ୟାୟ ମତଦାନ, ବୁଥ୍ ମୁହାଁ ପୋଲିଂ ପାର୍ଟି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଆସନ୍ତାକାଲି ଚତୁର୍ଥ ପର୍ଯ୍ୟାୟ ଭୋଟ। ଏଥିଲାଗି ଗତକାଲିଠାରୁ ବୁଥ୍ ଅଭିମୁଖେ ପୋଲିଂ ପାର୍ଟି ଯାତ୍ରା କରିଛନ୍ତି। କେତେକ ବୁଥରେ ଆଜି ପୋଲିଂ ପାର୍ଟି ପହଞ୍ଚିବେ। ସକାଳ ୭ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ।

ଗତ ତିନୋଟି ପର୍ଯ୍ୟାୟ ମତଦାନ ବେଳେ ସାରା ରାଜ୍ୟରେ ହିଂସାକାଣ୍ଡ, ବୁଥ୍ ଜବରଦଖଲ, ରିଗିଂ ଭଳି ଘଟଣା ଘଟିଥିବାରୁ ଚତୁର୍ଥ ପର୍ଯ୍ୟାୟ ମତଦାନ ପାଇଁ ଅଧିକରୁ ଅଧିକ ସୁରକ୍ଷା ବଳ ମୁତୟନ କରିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି। ବୁଥ୍ ଗୁଡ଼ିକରେ ଶାନ୍ତି ଶୃଙ୍ଖଳାର ସହ ମତଦାନ କରାଇବା ଲାଗି ଆବଶ୍ୟକ ପଦେକ୍ଷେପ ନିଆଯାଇଛି। ସମ୍ବେଦନଶୀଳ ଓ ଅତି ସମ୍ବେଦନଶୀଳ ବୁଥ୍ ଉପରେ ବିଶେଷ ଧ୍ୟାନ ଦିଆଯାଇଛି।

The post କାଲି ଚତୁର୍ଥ ପର୍ଯ୍ୟାୟ ମତଦାନ, ବୁଥ୍ ମୁହାଁ ପୋଲିଂ ପାର୍ଟି appeared first on Odisha Reporter.



from Odisha Reporter https://ift.tt/u5oHfAw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages