୧୯ ଫେବ୍ରୁଆରୀ, ଶନିବାର: ଦୂରସ୍ଥାନକୁ ଯାତ୍ରା କଲା ବେଳେ ସାବଧାନ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, February 18, 2022

୧୯ ଫେବ୍ରୁଆରୀ, ଶନିବାର: ଦୂରସ୍ଥାନକୁ ଯାତ୍ରା କଲା ବେଳେ ସାବଧାନ ରୁହନ୍ତୁ

ମେଷ: ଛାତ୍ରଛାତ୍ରୀମାନେ ଚାକିରି କ୍ଷେତ୍ରରେ ସଫଳତା ପାଇବେ। ପାରିବାରିକ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହୋଇପାରେ।

ବୃଷ: ସହଯୋଗ ପାଇଁ ବନ୍ଧୁ ପ୍ରତିଶ୍ରୁତି ଦେବେ। ଆୟଠୁ ବ୍ୟୟ ଅଧିକ ହେବ। ମନ ଭଲ ରହିବ।

ମିଥୁନ: ଜୀବନସାଥିଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଆଶାନୁରୂପ ଲାଭ ମିଳିବ। ଛାତ୍ରଛାତ୍ରୀ ପାଠପଢ଼ାରେ ଉନ୍ନତ୍ତି କରିବେ।

କର୍କଟ: କର୍ମକ୍ଷେତ୍ରରେ ଆଗକୁ ଯିବାକୁ ଯୋଜନା କରିବେ। ପାରିବାରିକ ବିବାଦର ସମାଧାନ ହେବ। ଛାତ୍ରଛାତ୍ରୀମାନେ ଭବିଷ୍ୟତ ପାଇଁ ଚିନ୍ତା କରିବେ।

ସିଂହ: ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ। ସନ୍ତାନମାନଙ୍କ କାର୍ଯ୍ୟ ସନ୍ତୋଷଜନକ ରହିବ।

କନ୍ୟା: କର୍ମକ୍ଷେତ୍ରରେ ଉନ୍ନତ୍ତି କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଦୂରସ୍ଥାନକୁ ଯାତ୍ରା କଲା ବେଳେ ସାବଧାନ ରୁହନ୍ତୁ।

ତୁଳା: କ୍ରୋଧ ଉପରେ ନିୟନ୍ତ୍ରଣ ରଖିଲେ କାର୍ଯ୍ୟରେ ସଫଳତା ମିଳିବ। ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁଁ ଅର୍ଥହାନୀ ହୋଇପାରେ।

ବିଛା: ବ୍ୟବସାୟରେ ବକେୟା ଅର୍ଥ ମିଳିବ। ମାଙ୍ଗଳିକ କାର୍ଯ୍ୟ ପାଇଁ ବନ୍ଧୁ ସାହାଯ୍ୟ କରିବେ।

ଧନୁ: ଖୁସିଖବର ମିଳିପାରେ। ସୁସ୍ୱାଦୁ ଭୋଜନ କରିବେ। ଚାକିରିରେ ପଦୋନ୍ନତି ମିଳିପାରେ। ବାପା-ମାଙ୍କୁ ପ୍ରଣାମ କରନ୍ତୁ।

ମକର: ଆର୍ଥିକ ଚିନ୍ତା ମନକୁ ଭାରାକ୍ରାନ୍ତ କରିବ। ଭାବିଚିନ୍ତି ଜମିବାଡି କ୍ରୟ କରନ୍ତୁ। ପରିବାରରେ ଭାତୃ କଳହ ଦେଖା ଦେଇପାରେ।

କୁମ୍ଭ: ମନ ଅଶାନ୍ତ ରହିବ। ରାଜନୀତିରେ ଥିବା ବ୍ୟକ୍ତିଙ୍କ ମାନସମ୍ମାନ ହାନି ହୋଇପାରେ।

ମୀନ: ବାକି ପଡ଼ିଥିବା ଅର୍ଥ ଆଦାୟ ହେବ। ଅପରାହ୍ଣରେ ଖୁସି ଖବର ମିଳିପାରେ। ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କୁ ତୁଳସୀ ଅର୍ପଣ କରନ୍ତୁ।

The post ୧୯ ଫେବ୍ରୁଆରୀ, ଶନିବାର: ଦୂରସ୍ଥାନକୁ ଯାତ୍ରା କଲା ବେଳେ ସାବଧାନ ରୁହନ୍ତୁ appeared first on Odisha Reporter.



from Odisha Reporter https://ift.tt/mGL3VC9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages