ଓୟୁଏଟିର ଆସିଷ୍ଟାଣ୍ଟ ପ୍ରଫେସରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, February 10, 2022

ଓୟୁଏଟିର ଆସିଷ୍ଟାଣ୍ଟ ପ୍ରଫେସରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା ଭୁବନେଶ୍ୱରସ୍ଥିତ ଓୟୁଏଟିର ଆସିଷ୍ଟାଣ୍ଟ ପ୍ରଫେସର ବାସନ୍ତୀ ଜେନାଙ୍କ ମୃତଦେହ । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

ଗତକାଲି ବିଳମ୍ବିତ ରାତିରେ ବାସନ୍ତୀଙ୍କ ମୃତଦେହ ଝୁଲୁଥିବା ଖବର ପାଇ ଖଣ୍ଡଗିରି ପୁଲିସ୍‌ ପହଞ୍ଚିଥିଲା। ଏହାପରେ ମୃତଦେହ ଉଦ୍ଧାର କରି ଘଟଣାର ତଦନ୍ତ ଆରମ୍ଭ କରିଛି। ବାସନ୍ତୀଙ୍କ ଏକ ଶିଶୁ ପୁତ୍ର ଥିବା ବେଳେ କେଉଁ ପରିସ୍ଥିତିରେ ସେ ଏପରି ଚରମ ପଦକ୍ଷେପ ନେଲେ ତାହାର ଖୋଳତାଡ଼ କରୁଛି ପୁଲିସ୍‌। ଏନେଇ ପୁଲିସ୍‌  ତାଙ୍କ ନିକଟ ସମ୍ପର୍କୀୟ ଓ ପଡୋଶୀମାନଙ୍କଠାରୁ ତଥ୍ୟ ସଂଗ୍ରହ କରୁଛି ।

ସ୍ୱାମୀଙ୍କ ସହ ବାସନ୍ତୀ। (ଫାଇଲ ଫଟୋ)

ଅପରପକ୍ଷେ, ବାସନ୍ତୀଙ୍କ ମୃତ୍ୟୁ ନେଇ ତାଙ୍କ ପରିବାର ଲୋକଙ୍କଠାରୁ କୌଣସି ସୂଚନା ମିଳିପାରିନି।

The post ଓୟୁଏଟିର ଆସିଷ୍ଟାଣ୍ଟ ପ୍ରଫେସରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର appeared first on Odisha Reporter.



from Odisha Reporter https://ift.tt/7zNRolK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages