ଟ୍ରକ୍‌କୁ ପଛରୁ ପିଟିଲା କାର୍‌: ୪ ମୃତ, ୪ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 12, 2022

ଟ୍ରକ୍‌କୁ ପଛରୁ ପିଟିଲା କାର୍‌: ୪ ମୃତ, ୪ ଗୁରୁତର

ଫୁଲବାଣୀ (ଓଡ଼ିଶା ରିପୋର୍ଟର): କନ୍ଧମାଳ ଜିଲ୍ଲା ଫୁଲବାଣୀ ସଦର ଥାନା ଅନ୍ତର୍ଗତ ଲାହାବାଡ଼ି ନିକଟରେ ଟ୍ରକ୍ ପଛରେ ଏକ କାର୍‌ ପିଟି ହେବାରୁ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୨ ଜଣ ଶିଶୁ ଅଛନ୍ତି।

ଏମାନେ ସମସ୍ତେ ଗତକାଲି ବିଳମ୍ବିତ ରାତିରେ ବିଶିପଡ଼ାର ତାଳପଡ଼ାରୁ ଭୋଜି ଖାଇ ଗୁମ୍ମାଗଡ଼କୁ ଫେରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲେ। ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଗୁରୁତରଙ୍କ ମଧ୍ୟରୁ ୩ ଜଣଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଯାଇଛି।

ସବିଶେଷ ସୂଚନାକୁ ଅପେକ୍ଷା କରାଯାଇଛି।

The post ଟ୍ରକ୍‌କୁ ପଛରୁ ପିଟିଲା କାର୍‌: ୪ ମୃତ, ୪ ଗୁରୁତର appeared first on Odisha Reporter.



from Odisha Reporter https://ift.tt/uKRgBX2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages