୧୮ ମାର୍ଚ୍ଚ, ଶୁକ୍ରବାର: ବ୍ୟବସାୟରେ ଅଧିକ ଲାଭ ପାଇବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 17, 2022

୧୮ ମାର୍ଚ୍ଚ, ଶୁକ୍ରବାର: ବ୍ୟବସାୟରେ ଅଧିକ ଲାଭ ପାଇବେ

ମେଷ: ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ।

ବୃଷ: ସନ୍ତାନମାନଙ୍କର ଉନ୍ନତି ହେବ। ବ୍ୟବସାୟରେ ଅଧିକ ଲାଭ ପାଇବେ। ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ: ତରବରିଆ ହୋଇ କୌଣସି କାମ କରନ୍ତୁ ନାହିଁ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ। ଘର ପାଇଁ କୌଣସି ଜିନିଷ  କିଣିପାରନ୍ତି।

କର୍କଟ:  କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ମାନ-ସମ୍ମାନ ବଢ଼ିବ। ଆକସ୍ମିକ ଧନ ପ୍ରାପ୍ତିର ଯୋଗ ରହିଛି। ପାରିବାରିକ ସମ୍ପର୍କରେ ଉନ୍ନତି ହେବ।

ସିଂହ: ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ବିଜୟୀ ହେବେ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ।

କନ୍ୟା: ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ।

ତୁଳା: କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟରେ ଉନ୍ନତି ହେବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

ବିଚ୍ଛା: ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।  ରାଜନୀତିରେ କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ଛାତ୍ରଛାତ୍ରୀମାନଙ୍କୁ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ।

ଧନୁ: ଆର୍ଥିକ ଉନ୍ନତି ହେବ।  ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ।

ମକର: ଅଧିକାରୀଙ୍କଠାରୁ ସହଯୋଗ ପାଇ ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ କରିବେ। ପଦମର୍ଯ୍ୟାଦା ବୃଦ୍ଧି ପାଇବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ।

କୁମ୍ଭ: ମିଷ୍ଟ ବଚନ ଯୋଗେ ସାମାଜିକ ପତିଆରା ଅମଳିନ ରହିବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ ।

ମୀନ: ଶତ୍ରୁମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁଙ୍କୁ ଦେଇ ଥିବା ପ୍ରତିଶ୍ରୁତି ରକ୍ଷାକରିବା ଫଳରେ ମନ ଭଲ ରହିବ।

 

The post ୧୮ ମାର୍ଚ୍ଚ, ଶୁକ୍ରବାର: ବ୍ୟବସାୟରେ ଅଧିକ ଲାଭ ପାଇବେ appeared first on Odisha Reporter.



from Odisha Reporter https://ift.tt/20pxmqU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages