ଆଜି ବ୍ଲକ ଚେୟାରମ୍ୟାନ୍ ନିର୍ବାଚନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, March 11, 2022

ଆଜି ବ୍ଲକ ଚେୟାରମ୍ୟାନ୍ ନିର୍ବାଚନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ସମସ୍ତ ପଞ୍ଚାୟତ ସମିତିର ଅଧ୍ୟକ୍ଷଙ୍କ ପାଇଁ ହେବ ନିର୍ବାଚନ। ନୂତନ ଭାବେ ନିର୍ବାଚିତ ହୋଇଥିବା ସମିତି ସଦସ୍ୟମାନେ ନିଜ ପଞ୍ଚାୟତର ଅଧ୍ୟକ୍ଷଙ୍କୁ ବାଛିବେ। ଏନେଇ ପୂର୍ବରୁ ଘୋଷଣା ହୋଇଥିବା ସମୟରେ ବ୍ଲକ କାର୍ଯ୍ୟାଳୟରେ ନିର୍ବାଚନ ହେବ।

ପୂର୍ବାହ୍ନ ସାଢ଼େ ୧୦ଟାରୁ ସାଢ଼େ ୧୧ଟା ଯାଏଁ ପ୍ରାର୍ଥୀ ପତ୍ର ଦାଖଲ ହେବ। ଏହାର ଘଣ୍ଟାଏ ମଧ୍ୟରେ ପ୍ରାର୍ଥୀ ପତ୍ର ଯାଏ ଓ ଅପରାହ୍ନ ୧ଟା ଭିତରେ ପ୍ରାଥୀ ପତ୍ର ପ୍ରତ୍ୟାହାର ହୋଇ ନିର୍ବାଚନ ହେବ।

ରାଜ୍ୟର ୬ ହଜାରରୁ ଅଧିକ ପଞ୍ଚାୟତ ସମିତିର ଅଧ୍ୟକ୍ଷ ନିର୍ବାଚନ ହେବ । ଏହାପରେ ୨୩ ତାରିଖରେ ଉପାଧ୍ୟକ୍ଷ ନିର୍ବାଚନ ହେବ।

The post ଆଜି ବ୍ଲକ ଚେୟାରମ୍ୟାନ୍ ନିର୍ବାଚନ appeared first on Odisha Reporter.



from Odisha Reporter https://ift.tt/bcaDwT1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages