ଆଜି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, March 12, 2022

ଆଜି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ । ରାଜ୍ୟର ସମସ୍ତ ୩୦ ଜିଲ୍ଲାର ଜିଲ୍ଲା ପରିଷଦ ଗଠନ ପାଇଁ ଆଜି ହେବ ନିର୍ବାଚନ । ସବୁ ଜିଲ୍ଲା ପରିଷଦ ଜୋନ୍‌ରେ ବିଜେଡି ସଂଖ୍ୟା ଗରିଷ୍ଠତା ଥିବାରୁ ପ୍ରାୟତଃ ସମସ୍ତ ଜିଲ୍ଲାର ଅଧ୍ୟକ୍ଷ ଆସନ ଦଳ ପାଖକୁ ଯିବ । ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାଇଁ ଲବି ଜୋରଦାର ହୋଇଥିଲା ।

ବିଭିନ୍ନ ଆଶାୟୀମାନେ ଦଳର ବିଧାୟକ, ମନ୍ତ୍ରୀ ଓ ବରିଷ୍ଠ ନେତାଙ୍କୁ ଭେଟି ନିଜ ଦାବି କରିଥିଲେ । କିନ୍ତୁ ବହୁ ବିଚାର ବିର୍ମଶ ପରେ  ଏସମ୍ପର୍କରେ ନିଷ୍ପତ୍ତି ନିଆଯାଇଥିବା ଦଳ ପକ୍ଷରୁ କୁହାଯାଇଛି।

ସକାଳ ସାଢ଼େ ୧୦ଟାରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବ। ଏହାପରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବ । ମାର୍ଚ୍ଚ ୨୫ରେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ପାଇଁ ହେବ ନିର୍ବାଚନ  ବୋଲି ଜଣାଯାଇଛି।

The post ଆଜି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ appeared first on Odisha Reporter.



from Odisha Reporter https://ift.tt/GQ7hie8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages