ଦହି ଲସି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 31, 2022

 ଦହି ଲସି

ଆବଶ୍ୟକ ସାମଗ୍ରୀ: ଚିନି, ବରଫ, ମିଲ୍କ ମେଡ୍, ଦହି, ବନଭିଟା ପାଉଡର, ନଡ଼ିଆ କୋରା, ଚକଲେଟ୍‌ ସିରଫ,  ପିସ୍ତା, କାଜୁ ଓ ଲିଚି

ପ୍ରସ୍ତୁତି ପ୍ରଣାଳୀ:  ପ୍ରଥମେ କିଛି  ଚିନି ଓ ବରଫକୁ ଗ୍ରାଇଣ୍ଡିଂ କରି ଦିଅନ୍ତୁ। ପରେ ସେଥିରେ ଦହି ଓ ଓ ମିଲ୍କ ମେଡ୍ ପକାଇ  ଗ୍ରାଇଣ୍ଡିଂ କରି ଦିଅନ୍ତୁ।

ପରେ ତାକୁ ଏକ ଗ୍ଲାସରେ ଢାଳି ଦିଅନ୍ତୁ।  ଲସିକୁ ସଜାଇବାକୁ   ତା’ ଉପରେ  ବନଭିଟା ପାଉଡର ପକାଇ ଦିଅନ୍ତୁ।  ପରେ ସେଥିରେ ନଡ଼ିଆ କୋରା, ମିଲ୍କ ମେଡ୍, ଚକଲେଟ୍‌ ସିରଫ,  ପିସ୍ତା, କାଜୁ, ଓ ଲିଚି ଦେଇ ସଜାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଦହି ଲସି।

The post  ଦହି ଲସି appeared first on Odisha Reporter.



from Odisha Reporter https://ift.tt/vrbwO9c

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages