୧୧ ଏପ୍ରିଲ, ସୋମବାର: ବ୍ୟବସାୟରେ ଅଚାନକ କ୍ଷତି ହୋଇପାରେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 10, 2022

୧୧ ଏପ୍ରିଲ, ସୋମବାର: ବ୍ୟବସାୟରେ ଅଚାନକ କ୍ଷତି ହୋଇପାରେ

ମେଷ: କର୍ମକ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରିପାରନ୍ତି । ଜଗି ରଖି କାମ କରନ୍ତୁ। ବ୍ୟବସାୟ ବାଣିଜ୍ୟରେ ଅଚାନକ କ୍ଷତି ହୋଇପାରେ । ଦୂର ଯାତ୍ରା କରିପାରନ୍ତି।

ବୃଷ: ସମସ୍ତ କାର୍ଯ୍ୟରେ ଶୁଭଫଳ ପାଇବେ। ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି। ପାରିବାରିକ ଶାନ୍ତି ପାଇବେ।

ମିଥୁନ: ଚାକିରି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିପାରନ୍ତି । ବ୍ୟବସାୟରେ ଲାଭବାନ ହେବେ ।

କର୍କଟ: ଅଚାନକ ଧନଲାଭ ହୋଇପାରେ । କାର୍ଯ୍ୟକ୍ଷେତ୍ରରେ ସମ୍ମାନିତ ହୋଇପାରନ୍ତି । ଶତ୍ରୁମାନେ ହଇରାଣ ହରକତ କରିପାରନ୍ତି ।

ସିଂହ: କାର୍ଯ୍ୟ ସାଧନରେ ବିଳମ୍ବ ହୋଇପାରେ । ବ୍ୟବସାୟ ବାଣିଜ୍ୟରେ ଆୟ ବ୍ୟୟ ସମାନ ରହିବ। ଦୂର ଯାତ୍ରା କରିପାରନ୍ତି ।

କନ୍ୟା: ବନ୍ଧୁବାନ୍ଧବଙ୍କ ସାହାଯ୍ୟ ସହଯୋଗରେ ଅନେକ ସମସ୍ୟାର ସମାଧାନ ହୋଇଯିବ ।  ନୂତନ ଯାନବାହାନ କ୍ରୟ କରିପାରନ୍ତି। ପରିବାରରେ ସାମାନ୍ୟ କଳହ ଦେଖାଦେଇପାରେ ।

ତୁଳା: କର୍ମକ୍ଷେତ୍ରରେ ଚାଲିଥିବା ବାଦବିବାଦର ସମାଧାନ ହୋଇଯିବ । ସୁଖାଦ୍ୟ ଭୋଜନ ସହ ବନ୍ଧୁ ମିଳନ ହୋଇପାରେ। ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ ।

ବିଛା: ସମସ୍ତ କାର୍ଯ୍ୟରେ ସହଯୋଗ ପାଇ ଆଗକୁ ବଢିବେ । ବ୍ୟବସାୟରେ ଭଲ ଲାଭ ହେବ। ମୂଲ୍ୟବାନ ଦ୍ରବ୍ୟ ଘରକୁ କ୍ରୟ କରି ଆଣିପାରନ୍ତି।

ଧନୁ: କାର୍ଯ୍ୟରେ ବାଧାବିଘ୍ନ ଉପୁଜିପାରେ । ସତର୍କ ରୁହନ୍ତୁ।  ଶତ୍ରୁମାନେ ପରାଜିତ ହେବେ । ସୁଖାଦ୍ୟ ଭୋଜନ ସହ ପରିବାରରେ ଶାନ୍ତି ପାଇବେ।

ମକର: ବ୍ୟବସାୟରେ ଭଲ ଲାଭ ହେବ। ମନ ପ୍ରସନ୍ନ ରହିବା ଦ୍ୱାରା ଶାରିରୀକ ସୁସ୍ଥତା ମଧ୍ୟ ଅନୁଭବ କରିବେ। ପାରିବାରିକ ଶାନ୍ତି ପାଇବେ ।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ସହଯୋଗ ପାଇବେ । ଆୟ ଭଲ ରହିବ । ପାରିବାରରେ ସାମାନ୍ୟ ମତଭେଦ ଦେଖାଦେଇପାରେ।

ମୀନ: ଅଟକି ରହିଥିବା କାର୍ଯ୍ୟକୁ ସମ୍ପୁର୍ଣ୍ଣ କରି ଆତ୍ମତୃପ୍ତି  ପାଇବେ।  ନୂତନ କାର୍ଯ୍ୟଭାର ହାତକୁ ନେବେ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି।

The post ୧୧ ଏପ୍ରିଲ, ସୋମବାର: ବ୍ୟବସାୟରେ ଅଚାନକ କ୍ଷତି ହୋଇପାରେ appeared first on Odisha Reporter.



from Odisha Reporter https://ift.tt/hKyFGE3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages