ଆଜିଠୁ ମିଳିବ ମାଟ୍ରିକ୍ ଆଡମିଟ୍ କାର୍ଡ; ଜାଣନ୍ତୁ, କିପରି କରିବେ ଡାଉନଲୋଡ   - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, April 18, 2022

ଆଜିଠୁ ମିଳିବ ମାଟ୍ରିକ୍ ଆଡମିଟ୍ କାର୍ଡ; ଜାଣନ୍ତୁ, କିପରି କରିବେ ଡାଉନଲୋଡ  

କଟକ(ଓଡ଼ିଶା ରିପୋର୍ଟର): ଆଜିଠୁ ମିଳିବ ମାଟ୍ରିକ୍ ଆଡମିଟ୍ କାର୍ଡ  । ଦଶମ ଶ୍ରେଣୀ ଦ୍ୱିତୀୟ ସମେଟିଭ୍ ଆସେସମେଣ୍ଟ ପାଇଁ ଅନଲାଇନରେ ମିଳିବ ଆଡମିଟ କାର୍ଡ । ସେହିପରି ମଧ୍ୟମା ଓ SOSC- ୨୦୨୨ ପାଇଁ ମଧ୍ୟ ଆଡମିଟ୍ କାର୍ଡ ମିଳିବ।

ପୂର୍ବାହ୍ନ ୧୦ଟାରୁ ଅନଲାଇନରେ ଉପଲବ୍ଧ ହେବ ଆଡମିଟ୍ କାର୍ଡ । ବୋର୍ଡ ୱେବସାଇଟ www.bseodisha.ac.inରୁ ଆଡମିଟ କାର୍ଡ ଡାଉନଲୋଡ କରିହେବ । ସ୍କୁଲ କୋଡ୍ ଓ ପାସୱାର୍ଡ ଜରିଆରେ ଆଡମିଟ୍ କାର୍ଡ  ଡାଉନଲୋଡ୍ କରିପାରିବେ ସ୍କୁଲ୍ କର୍ତ୍ତୃପକ୍ଷ ।

ପତ୍ର ବିନିମୟ ଓ ମଧ୍ୟମା ଛାତ୍ରଛାତ୍ରୀ ୱେବବସାଇଟରେ ନିଜ ନାମ ଓ ପିତାଙ୍କ ନାମ ପୂରଣ କରି ଆଡମିଟ କାର୍ଡ ଡାଉନଲୋଡ କରିପାରିବେ । ପରୀକ୍ଷା କେନ୍ଦ୍ରକୁ ଯିବା ପୂର୍ବରୁ ଡାଉନଲୋଡ ଆଡମିଟ କାର୍ଡରେ ଶିକ୍ଷାନୁଷ୍ଠାନର ମୁଖ୍ୟଙ୍କ ସ୍ୱାକ୍ଷରକୁ ବାଧ୍ୟତାମୂଳକ କରାଯାଇଛି ।

The post ଆଜିଠୁ ମିଳିବ ମାଟ୍ରିକ୍ ଆଡମିଟ୍ କାର୍ଡ; ଜାଣନ୍ତୁ, କିପରି କରିବେ ଡାଉନଲୋଡ   appeared first on Odisha Reporter.



from Odisha Reporter https://ift.tt/rvRhA4E

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages