ଦୁଇଦିନ ବନ୍ଦ ଏମ୍ସ ଓପିଡି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 12, 2022

ଦୁଇଦିନ ବନ୍ଦ ଏମ୍ସ ଓପିଡି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୧୪ ଓ ୧୫ ତାରିଖ ଦୁଇଦିନ ଧରି ବନ୍ଦ ରହିବ ଭୁବନେଶ୍ୱର ଏମ୍ସର ବର୍ହି ବିଭାଗ ବା ଓପିଡି।  ମହାବୀର ଜୟନ୍ତୀ ଓ ଗୁଡ୍ ଫ୍ରାଇଡେ୍ ପଡୁଥିବାରୁ ଏହି ଦୁଇଦିନ ଓପିଡି ସେବା ବନ୍ଦ ରହିବ।  ଏନେଇ ଏମ୍ସ କର୍ତ୍ତୃପକ୍ଷଙ୍କପକ୍ଷରୁ ନୋଟିସ ଜାରି କରାଯାଇଛି।

ତେବେ ରୋଗୀଙ୍କ ଅତ୍ୟାବଶ୍ୟକତାକୁ ଦୃଷ୍ଟିରେ ରଖି ଏପ୍ରିଲ ୧୪ ଓ ୧୫ ତାରିଖରେ ଜରୁରୀକାଳୀନ ସେବା ପୂର୍ବ ଭଳି ଜାରି ରହିବ ବୋଲି କର୍ତ୍ତୃପକ୍ଷ କହିଛନ୍ତି।

The post ଦୁଇଦିନ ବନ୍ଦ ଏମ୍ସ ଓପିଡି appeared first on Odisha Reporter.



from Odisha Reporter https://ift.tt/oiWC9Y3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages