ପରପାରିରେ ପ୍ରଫୁଲ୍ଲ କର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 17, 2022

ପରପାରିରେ ପ୍ରଫୁଲ୍ଲ କର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପରପାରିରେ କମଳ ଦେଶର ରାଜକୁମାର । ରବିବାର ବିଳମ୍ବିତ ରାତିରେ ବର୍ଷିଆନ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ହୋଇଛି । ସତ୍ୟନଗରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ଆଜି ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କ ଶେଷକୃତ୍ୟ ସଂପନ୍ନ କରାଯିବ । ଏନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି।

ପ୍ରଫୁଲ୍ଲ କର ଏକାଧାରରେ ଥିଲେ ଜଣେ ସଂଗୀତଜ୍ଞ, ଗୀତିକାର, ଲେଖକ, ସ୍ତମ୍ଭକାର  ଚଳଚ୍ଚିତ୍ର ସଂଗୀତ, ଲଘୁ ସଂଗୀତ,  ଭକ୍ତି ସଂଗୀତ ଓ ଓଡ଼ିଶୀ ସଂଗୀତରେ । ତାଙ୍କ ଅନବଦ୍ୟ ସୃଷ୍ଟି ତାଙ୍କୁ ଓଡ଼ିଶାର ଘରେ ଘରେ ପରିଚିତ କରାଇଥିଲା। ପରିଣତ ବୟସ ପର୍ଯ୍ୟନ୍ତ ସେ ସଂଗୀତ ସାଧନାରେ ବ୍ରତୀ ଥିଲେ  । ତାଙ୍କ ବିୟୋଗରେ ରାଜ୍ୟର ସାଂସ୍କୃତିକ ଜଗତରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି  । ବହୁ କଳାକରା ଓ ବିଶିଷ୍ଟ ବ୍ୟକ୍ତି ପ୍ରଫୁଲ୍ଲଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି  ।

The post ପରପାରିରେ ପ୍ରଫୁଲ୍ଲ କର appeared first on Odisha Reporter.



from Odisha Reporter https://ift.tt/tjuYRNs

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages