୧୫ ଏପ୍ରିଲ, ଶୁକ୍ରବାର; ପ୍ରିୟଜନଙ୍କ ସାହାଯ୍ୟ ସହଯୋଗ ପାଇବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 14, 2022

୧୫ ଏପ୍ରିଲ, ଶୁକ୍ରବାର; ପ୍ରିୟଜନଙ୍କ ସାହାଯ୍ୟ ସହଯୋଗ ପାଇବେ

ମେଷ: ବ୍ୟବସାୟରେ କ୍ଷତିର ସମ୍ଭାବନା ଅଛି, ଏଣୁ ସତର୍କ ରହି ବ୍ୟବସାୟ କରନ୍ତୁ। ପ୍ରିୟଜନଙ୍କ ସାହାଯ୍ୟ ସହଯୋଗ ପାଇବେ। ମହିଳାମାନେ ଚିନ୍ତାଗ୍ରସ୍ତ ରହି ମାନସିକ ଅଶାନ୍ତି ପାଇବେ।

ବୃଷ: ମାନସିକ ଅଶାନ୍ତି ଦେଇ ଗତି କରିବେ। ଶାରିରୀକ ଅସୁସ୍ଥତା ଦେଖାଦେଇପାରେ, ସତର୍କ ରହିବେ।

ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ମାନସିକ ଚାପ ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ଆସିବ।

କର୍କଟ: ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ସାମାଜିକ ମାନସମ୍ମାନ ମିଳିବ। ଶତ୍ରୁମାନେ ପରାଜିତ ହେବେ।

ସିଂହ: କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ମନ ଖୁସି ରହିବ। ବ୍ୟବସାୟରେ ଲାଭ କ୍ଷତି ସମାନ ରହିବ। ବିଶିଷ୍ଟ ବ୍ୟକ୍ତିଙ୍କ ସହ ସମ୍ପର୍କ ବୃଦ୍ଧି ହେବ।

କନ୍ୟା: ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ। ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇ ଅଟକିଥିବା କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ। ପରିବାରରେ ପାରିବାରିକ ଶାନ୍ତି ପାଇବେ।

ତୁଳା: ଆର୍ଥିକ ସ୍ଥିତି  ଭଲ ରହିବ। ବ୍ୟବସାୟ ବାଣିଜ୍ୟରେ ଉନ୍ନତି କରିବେ। ବିଶିଷ୍ଟ ବ୍ୟକ୍ତିଙ୍କ ସାଥିରେ ମିତ୍ରତା ବଢିବ।

ବିଛା: କାର୍ଯ୍ୟକ୍ଷେତ୍ରରେ ଉଚ୍ଚପଦ ଅଧିକାରୀଙ୍କ ସାଙ୍ଗରେ ବାଦବିବାଦ ଉପୁଜିପାରେ, ସତର୍କ ରହିବେ।ଗୁପ୍ତ ଶତ୍ରୁମାନେ ହଇରାଣରେ ପକାଇ ପାରନ୍ତି।ବନ୍ଧୁବାନ୍ଧବଙ୍କ ସାହାଯ୍ୟ ସହଯୋଗ ପାଇବେ।

ଧନୁ: ମନ ଖୁସି ରହିବ। ବ୍ୟବସାୟ ବାଣିଜ୍ୟରେ ଉନ୍ନତି ହେବ। ଶରୀରରେ ଆଘାତ ଲାଗିପାରେ।

ମକର: ବ୍ୟବସାୟ ବାଣିଜ୍ୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ବ୍ୟବସାୟ ସ୍ଥଳରେ ବାଦବିବାଦ ଉପୁଜିପାରେ। ଶାରିରୀକ ଅସୁସ୍ଥତା  ଦେଖାଦେଇପାରେ ।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ସହଯୋଗ ପାଇବେ। ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ। ପରିବାରରେ ମତଭେଦ ହୋଇପାରେ।

ମୀନ: ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ସୁଖାଦ୍ୟ ଭୋଜନ ସହ ଭ୍ରମଣ ଯୋଗ ରହିଛି। ପରିବାରରେ ଶାନ୍ତି ପାଇବେ।

 

The post ୧୫ ଏପ୍ରିଲ, ଶୁକ୍ରବାର; ପ୍ରିୟଜନଙ୍କ ସାହାଯ୍ୟ ସହଯୋଗ ପାଇବେ appeared first on Odisha Reporter.



from Odisha Reporter https://ift.tt/KFLiXok

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages