ଯୁବକଙ୍କୁ ଗଳାକାଟି ହତ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, April 27, 2022

ଯୁବକଙ୍କୁ ଗଳାକାଟି ହତ୍ୟା

କୃଷ୍ଣପ୍ରସାଦ(ଓଡ଼ିଶା ରିପୋର୍ଟର): ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ୍ ଅନ୍ତର୍ଗତ ସାହାବାଜପୁର ଗାଁ ଚିଲିକା କୂଳରେ ଜଣେ ଯୁବକଙ୍କ ମୃତଦେହ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣଙ୍କ ହେଲେ ମଲେଶ୍ୱରୀ ଗାଁର ରାମ ଦୋରା। ରାମଙ୍କୁ କେହି ଦୁର୍ବୃତ୍ତ ଗଳାକାଟି ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଆଜି ସକାଳେ ରାମଙ୍କ ମୃତଦେହ ଚିଲିକା କୂଳରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ  ଘଟଣାର ତଦନ୍ତ କରୁଛି। ରାମଙ୍କୁ କିଏ ଓ କାହିଁକି ହତ୍ୟା କଲା ତାର କାରଣ ଜଣାପଡ଼ି ନାହିଁ।

The post ଯୁବକଙ୍କୁ ଗଳାକାଟି ହତ୍ୟା appeared first on Odisha Reporter.



from Odisha Reporter https://ift.tt/c9wpz86

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages