ବାରବାଟୀ ଟି-20; କାଲିଠୁ ଅନ୍‌ଲାଇନ୍‌ରେ ଟିକେଟ୍ ବିକ୍ରି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 30, 2022

ବାରବାଟୀ ଟି-20; କାଲିଠୁ ଅନ୍‌ଲାଇନ୍‌ରେ ଟିକେଟ୍ ବିକ୍ରି

କଟକ( ଓଡ଼ିଶା ରିପୋର୍ଟର): ବାରବାଟୀ ଟି-20 ପାଇଁ ଆସନ୍ତାକାଲି ସକାଳ ୧୧ଟାଠାରୁ ଆରମ୍ଭ ହେବ ଅନଲାଇନ୍ ଟିକେଟ୍ ବିକ୍ରି।  ୫ ହଜାର ଟିକେଟ ଅନ୍‌ଲାଇନରେ ବିକ୍ରି କରାଯିବ।  ଗ୍ୟାଲେରୀ ନମ୍ବର ୨, ୪, ୭, ସ୍ପେଶାଲ ଏନକ୍ଲୋଜର, ନ୍ୟୁ ପାଭେଲିୟନ ଏବଂ ଏସି ବକ୍ସ ପାଇଁ ବିକ୍ରି କରାଯିବ ଟିକେଟ।

ନିଜର ପରିଚୟ ପ୍ରମାଣପତ୍ର ଦେଖାଇ ଫୋନ୍ ନମ୍ବର  ଓ ଇମେଲ ଆଇଡ଼ି ଦେଇ ବୁକ କରିହେବ ଟିକେଟ୍। ଜଣେ ବ୍ୟକ୍ତି କେବଳ ଦୁଇଟି ଟିକେଟ ବୁକିଂ କରିପାରିବେ। ଏଥିସହ ୯ ତାରିଖରୁ ବାରବାଟୀ ଷ୍ଟାଡିୟମର ଟିକେଟ୍ କାଉଣ୍ଟରରେ ଅଫଲାଇନରେ ଟିକେଟ ମିଳିବ।

ବାରବାଟୀରେ ଆସନ୍ତା ଜୁନ୍ ୧୨ ତାରିଖରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ଟି-20 ମ୍ୟାଚ୍। ମ୍ୟାଚ୍ ପାଇଁ ଓସିଏ ପକ୍ଷରୁ ଜୋରସୋରରେ ପ୍ରସ୍ତୁତି ଚାଲିଛି। ଷ୍ଟାଡିୟମକୁ ନୂଆ ରୂପରେ ସଜାଯାଉଛି। ଏଥିସହ ଲାଇଟ୍ ସବୁ ଟେଷ୍ଟିଂ କରାଯାଇଛି।

 

The post ବାରବାଟୀ ଟି-20; କାଲିଠୁ ଅନ୍‌ଲାଇନ୍‌ରେ ଟିକେଟ୍ ବିକ୍ରି appeared first on Odisha Reporter.



from Odisha Reporter https://ift.tt/12ySBHO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages