ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 16, 2022

ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ

ସମ୍ବଲପୁର(ସଞ୍ଜୟ ଜେନା): ବ୍ରଜରାଜନଗର ଉପନିର୍ବାଚନ ପାଇଁ ଜମିବ ପ୍ରଚାର। ଆଜି ହେଉଛି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ।  ଏହାପରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ବିଜେଡିରୁ ଅଳକା ମହାନ୍ତି, ବିଜେପିରୁ ରାଧାରାଣୀ ପଣ୍ଡା ଓ  କଂଗ୍ରେସ ପକ୍ଷରୁ କିଶୋର ପଟେଲ ନାମାଙ୍କନ ଦାଖଲ କରିଛନ୍ତି।  ଏହି ତିନି ପ୍ରମୁଖ ପ୍ରାର୍ଥୀଙ୍କ ବ୍ୟତିତ ମୋଟ୍ ୧୪ ଜଣ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।

ମେ’ ୩୧ରେ ହେବ ବ୍ରଜରାଜନଗର ପାଇଁ ବାଇ-ଇଲେକସନ୍।  ମେ’ ୩୧ରେ ଭୋଟ ଗ୍ରହଣ କରାଯାଇ ଜୁନ୍ ୩ ତାରିଖରେ ଗଣତି ହେବ। ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ଖାଲି ପଡ଼ିଛି ଏହି ଆସନ।

The post ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ appeared first on Odisha Reporter.



from Odisha Reporter https://ift.tt/aP6vpN7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages