କାର୍ ଓଲଟି ଗୋଟିଏ ପରିବାରର ୬ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 2, 2022

କାର୍ ଓଲଟି ଗୋଟିଏ ପରିବାରର ୬ ଆହତ

ବଣାଇ (ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ ଜିଲ୍ଲା ମହୁଲପଦା ଥାନା ଅନ୍ତର୍ଗତ ଜାଙ୍ଗଳା ଶବରା ନିକଟରେ ଏକ କାର୍‌ ଓଲଟି ପଡ଼ିବାରୁ ୬ ଜଣ ଆହତ ହୋଇଛନ୍ତି। ସେମାନେ ସମସ୍ତେ ଗୋଟିଏ ପରିବାରର। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ଏହି ପରିବାର ରାଉରକେଲାର ଛେଣ୍ଡ କଲୋନୀରେ ରହନ୍ତି। ସେମାନେ ଏକ ନିର୍ବନ୍ଧ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଭୁବନେଶ୍ୱର ଯାଇଥିଲେ। ଗତକାଲି ରାତିରେ ସେଠାରୁ କାର୍ ଯୋଗେ ଫେରୁଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା।

ଆହତ ୬ ଜଣଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ବଣାଇ ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ରାଉଲକେଲା ସ୍ଥାନାନ୍ତର କରାଯାଇଛି।

The post କାର୍ ଓଲଟି ଗୋଟିଏ ପରିବାରର ୬ ଆହତ appeared first on Odisha Reporter.



from Odisha Reporter https://ift.tt/Jq9FdPQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages