ଆଜି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 26, 2022

ଆଜି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ। ଅପରାହ୍ନ ୪ଟାରେ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ଏକାସାଙ୍ଗରେ ପ୍ରକାଶ ପାଇବ। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି।

ଏହାର ସପ୍ତାହକ ପରେ ଯୁକ୍ତ ଦୁଇ କଳା ରେଜଲ୍ଟ ପ୍ରକାଶିତ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। WWW.orissaresults.nic.in ଏବଂ SAMS e space ୱେବସାଇଟ୍ ମାଧ୍ୟମରେ ରେଜଲ୍ଟ ଜାଣି ପାରିବେ ଛାତ୍ରଛାତ୍ରୀ।

ଚଳିତ ବର୍ଷ ରାଜ୍ୟର ୧୧ଶହ ୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ ୩ ଲକ୍ଷ ୨୧ ହଜାର ୫୦୮ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। କଳାରେ ୨ ଲକ୍ଷ ୧୩ ହଜାର ୪୩୨, ବିଜ୍ଞାନରେ ୭୮ ହଜାର ୭୩ ଜଣ, ବାଣିଜ୍ୟରେ ୨୪ ହଜାର ୧୩୬ ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ପରୀକ୍ଷାର୍ଥୀ ଦେଇଥିଲେ।

ମହାମାରୀ ପାଇଁ ଲଗାତର ୨ବର୍ଷ ଧରି ଅନଲାଇନ୍ ପରୀକ୍ଷା ପରେ ଏଥର ଅଫଲାଇନ୍ ପରୀକ୍ଷା ଦେଇଥିଲେ ଛାତ୍ରୀଛାତ୍ରୀ।

 

The post ଆଜି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ appeared first on Odisha Reporter.



from Odisha Reporter https://ift.tt/FWm1KEv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages