ବିଚାରାଧୀନ କଏଦୀଙ୍କ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 13, 2022

ବିଚାରାଧୀନ କଏଦୀଙ୍କ ମୃତ୍ୟୁ

କେନ୍ଦୁଝର(ଓଡ଼ିଶା ରିପୋର୍ଟର):  କେନ୍ଦୁଝର ଜିଲ୍ଲା କାରାଗାରରେ ଆଜୀବନ ସଜା କାଟୁଥିବା ଜଣେ କଏଦୀର ଚିକିତ୍ସାଧୀନ ଅବସ୍ଥାରେ  ମୃତ୍ୟୁ ଘଟିଛି।  ମୃତ କଏଦୀ ଜଣକ ହେଲେ ରାମଚନ୍ଦ୍ରପୁର ନୂଆସାହି ଅଞ୍ଚଳର ଖଗେଶ୍ୱର ବେହେରା।

ଜେଲ କର୍ତ୍ତୃପକ୍ଷଙ୍କର କହିବା ଅନୁଯାୟୀ ଖଗେଶ୍ୱର ମଧୁମେହ ରୋଗରେ ପୀଡ଼ିତ ଥିଲେ। ସେ ଜେଲରେ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ତୁରନ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା।

ଖଗେଶ୍ୱର ୨୦୦୨ ମସିହାରେ ଏକ ଗଣହତ୍ୟା ମାମଲାରେ ଗିରଫ ହୋଇଥିଲେ। ୨୦୦୫ରେ କେନ୍ଦୁଝର ଜିଲ୍ଲା ଦୌରା ଜଜ୍ ତାଙ୍କୁ ଫାଶି ଦଣ୍ଡାଦେଶ ଦେଇଥିଲେ। ପରେ ୨୦୦୮ରେ ହାଇକୋର୍ଟ ଏହାକୁ ‌ଆଜୀବନ ଦଣ୍ଡରେ ପରିବର୍ତ୍ତିତ ଥିଲେ।

 

The post ବିଚାରାଧୀନ କଏଦୀଙ୍କ ମୃତ୍ୟୁ appeared first on Odisha Reporter.



from Odisha Reporter https://ift.tt/Lm8ERej

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages