ଆଜି ୪ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 27, 2022

ଆଜି ୪ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଶ୍ରାବଣ କୃଷ୍ଣ ଅମାବାସ୍ୟ ତିଥି। ଏ ଅବସରରେର ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଚିତାଲାଗି ଅମାବାସ୍ୟା। ଏଥିପାଇଁ ୪ ଘଣ୍ଟା ଧରି ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ।

ପ୍ରଥମ ଭୋଗ ମଣ୍ଡପ ସରିବା ପରେ ଦ୍ୱିପହର ୨ଟାରୁ ସନ୍ଧ୍ୟା ୬ଟା ଯାଏ ଶ୍ରୀବିଗ୍ରହଙ୍କ ଦର୍ଶନ ବନ୍ଦ ରହିବ। ଚତୁର୍ଦ୍ଧାମୂର୍ତ୍ତି ସ୍ନାନମଣ୍ଡପରେ ୧୦୮ କୁମ୍ଭ ଗରାରେ ସ୍ନାନ କରିବା ପରେ ଜ୍ୱରରେ ପୀଡ଼ିତ ହୋଇଥିଲେ। ଜ୍ୱରରେ ପୀଡ଼ିତ ଯୋଗୁ ମହାପ୍ରଭୁଙ୍କ ମସ୍ତକରୁ ହୀରା, ନୀଳା, ମାଣିକ ଏବଂ ସୁନା ଖଚିତ ଚିତାକୁ ବାହାର କରାଯାଇଥିଲା। ଏହାକୁ ପୁଣି ଥରେ ଆଜି ଲଗାଯିବ।  

ଗୋଷ୍ଠୀଗତ ଭାବରେ ଦଇତାପତି ସେବକ ମାନେ ଏହି ଚିତାଲାଗି ସେବା କରିଥାନ୍ତି।

The post ଆଜି ୪ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ appeared first on Odisha Reporter.



from Odisha Reporter https://ift.tt/reACYqh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages