ବିଲରୁ ଯୁବକଙ୍କ ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 6, 2022

ବିଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ଉପକଣ୍ଠ ବାଲିପାଟଣା ସିଶୋଲୋ ଗାଁ ନିକଟରେ ଥିବା ଏକ  ବିଲ ଭିତରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ଜଣଙ୍କ ହେଲେ ଆଶିଷ ଓଝା। ତାଙ୍କ ଘର ସିଶୋଲ ଗାଁରେ ବୋଲି ଜଣାଯାଇଛି। ଆଶିଷ ସବୁଜ ରଙ୍ଗ ସାର୍ଟ ପିନ୍ଧିଥିବା ବେଳେ କଳା ରଙ୍ଗର ପେଣ୍ଟ ପିନ୍ଧିଛନ୍ତି।

ଆଜି ସକାଳେ ଆଶିଷଙ୍କ ମୃତଦେହ ବିଲରେ ପଡ଼ିଥିବା ସ୍ଥାନୀୟ ଲୋକ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ବାଲିପାଟଣା ପୁଲିସ ପହଞ୍ଚି ଘଟଣା ତଦନ୍ତ କରୁଛି। ତେବେ ଆଶିଷଙ୍କ ମୃତ୍ୟୁ  କିପରି ହେଲା  ତାହା ଜଣାପଡ଼ିନାହିଁ।

ଆଶିଷଙ୍କୁ କିଏ ହତ୍ୟା କରି ଫୋପାଡି ଦେଇଥିବା ସନ୍ଦେହ କରାଯାଉଛି। ସାଇଣ୍ଟିଫିକ୍ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

 

The post ବିଲରୁ ଯୁବକଙ୍କ ମୃତଦେହ ଉଦ୍ଧାର appeared first on Odisha Reporter.



from Odisha Reporter https://ift.tt/O9pt1mg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages