୧୩ ଅଗଷ୍ଟ, ଶନିବାର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 12, 2022

୧୩ ଅଗଷ୍ଟ, ଶନିବାର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: କାର୍ଯ୍ୟକ୍ଷେତ୍ରରେ ବାଦବିବାଦ ଦେଖାଯିବ। ନିଜର କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଯଥା ଭ୍ରମଣ ଯୋଗୁ କ୍ଳାନ୍ତ ଅନୁଭବ କରିବେ।

ବୃଷ: ବ୍ୟବସାୟରେ ଭଲ ଲାଭ ମିଳିବ। ମାନସମ୍ମାନ ପାଇବେ। ଦୂରଯାତ୍ରାରୁ ଲାଭ ପାଇବେ। ବନ୍ଧୁଙ୍କ ସହଯୋଗ ପାଇ ମନ ଖୁସି ରହିବ।

ମିଥୁନ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ପରିବାରରେ ଅଶାନ୍ତି ଦେଖାଦେଇପାରେ। କାହା ଦେହ ମଧ୍ୟ ଅସୁସ୍ଥ ହୋଇପାରେ।

କର୍କଟ: ଅସୁସ୍ଥ ଅନୁଭବ କରିବେ। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ନିଜର ମନ ପସନ୍ଦର ଦ୍ରବ୍ୟ ନଷ୍ଟ ହୋଇପାରେ।

ସିଂହ: ମନ ଅଶାନ୍ତ ରହିବ। କର୍ମକ୍ଷେତ୍ରରେ ଦିନଟି ଭଲ ରହି ନପାରେ। ଗାଡ଼ିରେ ଯା’ଆସ କଲା ବେଳେ ସତର୍କ ରୁହନ୍ତୁ, ନହେଲେ ଆଘାତ ଲାଗିପାରେ।

କନ୍ୟା: ଆୟର ନୂଆ ପନ୍ଥା ପାଇବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ମହିଳାମାନେ ଅଳଙ୍କାର କ୍ରୟ କରିବାର ସୁଯୋଗ ପାଇବେ।

ତୁଳା: ଶରୀର ଓ ମନ ସଂପୂର୍ଣ୍ଣ ସୁସ୍ଥ ରହିବ। ମହିଳାମାନେ ଘରେ ଆନନ୍ଦରେ ଦିନଟିକୁ ଅତିବାହିତ କରିବେ।

ବିଛା: ପିଲାମାନଙ୍କ ବିଶୃଙ୍ଖଳିତ ଆଚରଣ ଯୋଗୁ ମନ ଅଶାନ୍ତ ରହିବ। ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ଘରେ ବାଦବିବାଦ ଦେଖା ଦେଇପାରେ।

ଧନୁ: ଅସୁସ୍ଥ ଅନୁଭବ କରିପାରନ୍ତି। ରାସ୍ତାରେ ଯା’ଆସ କଲା ବେଳେ ସତର୍କ ରୁହନ୍ତୁ। ଘରକୁ ଅତିଥି ଆସିପାରନ୍ତି।

ମକର: ଶୁଭ ଖବର ପାଇବେ। ପରିବାରର ଅନ୍ୟ ସଦସ୍ୟ ଓ ବନ୍ଧୁ ମାନଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ।

କୁମ୍ଭ: ବ୍ୟବସାୟ କାର୍ଯ୍ୟରେ ଦୂft top3ର ସ୍ଥାନକୁ ଯାତ୍ରା କରିପାରନ୍ତି। ପୁରୁଣା ବନ୍ଧୁଙ୍କ ସହିତ ଭେଟ ହୋଇପାରେ। ସୁସ୍ୱାଦୁ ଖାଦ୍ୟ ଖାଇବେ।

ମୀନ: ସମସ୍ତ କାର୍ଯ୍ୟରେ ସଫଳତା ପାଇବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ନୂତନ ବ୍ୟବସାୟ ପାଇଁ ଯୋଜନା ପ୍ରସ୍ତୁତ କରିବେ।

The post ୧୩ ଅଗଷ୍ଟ, ଶନିବାର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ appeared first on Odisha Reporter.



from Odisha Reporter https://ift.tt/4gDzvP9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages