ଆଜିଠୁ ସ୍ପେଶାଲ ଓଜେଇଇ, ୨୮ ହଜାର ପିଲା ଦେବେ ପରୀକ୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 2, 2022

ଆଜିଠୁ ସ୍ପେଶାଲ ଓଜେଇଇ, ୨୮ ହଜାର ପିଲା ଦେବେ ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ଆରମ୍ଭ ହେବ ସ୍ପେଶାଲ ଓଜେଇଇ। ଚଳିତବର୍ଷ ୨୮ ହଜାର ୬୦୦ ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ଆବେଦନ କରିଛନ୍ତି। ଏଥିପାଇଁ ୨୮ଟି ସହରରେ ୩୮ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ରାଜ୍ୟ ବାହାରେ କୋଲକତା, ରାଞ୍ଚି ଓ ପାଟନାରେ ମଧ୍ୟ ପରୀକ୍ଷା କେନ୍ଦ୍ର କରାଯାଇଛି।

ବିଟେକ୍, ବିଫାର୍ମା, ଏମବିଏ,  ବିଟେକ୍ ଲାଟେରାଲ ଏଣ୍ଟ୍ରି,ଏମସିଏ, ଏମଟେକ୍, ଏମ୍‌ ଫାର୍ମା ପାଠ୍ୟକ୍ରମରେ ନାମଲେଖା ପାଇଁ ପରୀକ୍ଷା ହେବ।  ଆଜି ଓ ଆସନ୍ତାକାଲି ସହ ୭ ତାରିଖରେ ହେବ ସ୍ପେଶାଲ ଓଜେଇଇ କମ୍ପୁଟର ବେସଡ୍ ଟେଷ୍ଟ। ମାଧ୍ୟମରେ ଦୈନିକ ୪ଟି ସିଫ୍ଟରେ ପରୀକ୍ଷା ହେବ ବୋଲି ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ସୂଚନା ଦେଇଛନ୍ତି।

 

The post ଆଜିଠୁ ସ୍ପେଶାଲ ଓଜେଇଇ, ୨୮ ହଜାର ପିଲା ଦେବେ ପରୀକ୍ଷା appeared first on Odisha Reporter.



from Odisha Reporter https://ift.tt/p42KVsT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages