ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଭୂମିକମ୍ପ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 23, 2022

ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଭୂମିକମ୍ପ

ପୋର୍ଟବ୍ଲେୟାର: ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଭୂମିକମ୍ପ । ଶୁକ୍ରବାର ଆଣ୍ଡାମନ ନିକୋବର ଦ୍ୱୀପପୁଞ୍ଜ କାମ୍ପବେଲ ବେରେ ଭୂମିକମ୍ପ ହୋଇଥିବା ଜଣାପଡ଼ିଛି। ଏହାର ରିକ୍ଟର ସ୍କେଲ୍‌ରେ ତିବ୍ରତା ୬.୧ ରେକର୍ଡ଼ କରାଯାଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଏହି ଚସୂଚନା ଦିଅଯାଇଛି।  ଗତକାଲି ରାତି ୨ଟା ୩୦ ସମୟରେ କାମ୍ପବେଲ ବେ ୪ନ୩୧ କିମି ଦଳରରରେ ଏହି ଭୂମିକମ୍ପ ହୋଇଥିଲା। ଭୂମିର ୭୫ କିମି ଗଭୀର ତଳେ ଏହାର ଉତ୍ପତି ହୋଇଥିବା ଜଣାପଡ଼ ଛି। ଏହାଦ୍ୱାରା କୌଣସି ଧନ ଜୀବନ କ୍ଷତି ହୋଇନଥିବା ଜଣାପଡ଼ିଛି।

The post ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଭୂମିକମ୍ପ appeared first on Odisha Reporter.



from Odisha Reporter https://ift.tt/luzKNIU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages