୫ ଅକ୍ଟୋବର,ବୁଧବାର: କର୍ମ କ୍ଷେତ୍ରରେ ନୂତନ ଦାୟିତ୍ୱ ନେବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 4, 2022

୫ ଅକ୍ଟୋବର,ବୁଧବାର: କର୍ମ କ୍ଷେତ୍ରରେ ନୂତନ ଦାୟିତ୍ୱ ନେବେ

ମେଷ: ଆପଣଙ୍କ  କଥା ଓ  କାର୍ଯ୍ୟ  ଅନ୍ୟମାନଙ୍କୁ ଆକୃଷ୍ଟ କରାଇବ। ଭ୍ରମଣର ଯୋଗ ରହିଛି। ବ୍ୟବସାୟରେ ସମସ୍ୟା ଦେଖା ଦେଇପାରେ।

ବୃଷ: ପାରିବାରିକକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ। କର୍ମ କ୍ଷେତ୍ରରେ ନୂତନ ଦାୟିତ୍ୱ ନେବେ।

ମିଥୁନ: ପରିବାରର ବ୍ୟୟ ବୃଦ୍ଧି  ହେତୁ ବ୍ୟସ୍ତତା ବୃଦ୍ଧି ପାଇପାରେ। ତରବରିଆ ଭାବେ କୌଣସି କାମ କଲେ କ୍ଷତିରେ ପଡ଼ିପାରନ୍ତି।

କର୍କଟ: ଆର୍ଥିକ ଅଭିବୃଦ୍ଧି ସହ ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ମିଳିବ।  ଅଫିସ୍ କାମରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ। ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ।

ସିଂହ: ସ୍ଥଗିତ କାମକୁ ଅତିଶୀଘ୍ର ସମ୍ପନ୍ନ କରିବା ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାରର କୌଶଳ କରିବାକୁ ପଡ଼ିବ। କୌଣସି କଥାରେ ତରବର ହୋଇ କାମ କରନ୍ତୁ ନାହିଁ।

କନ୍ୟା: ଆଜି ମନରେ ଭାବପ୍ରବଣତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ଅପୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାରର ଆଶଙ୍କା ଉଦ୍ରେକ କରିବ। ସାମାଜିକ ସ୍ତରରେ କାମ କରି ସମାଲୋଚିତ ହୋଇ ପାରନ୍ତି।

ତୁଳା: ପାରିବାରିକ ଜୀବନରେ ସମସ୍ୟା ଦେଖା ଦେଇପାରେ। ବ୍ୟବସାୟରେ ସଫଳତା ହାସଲ କରିବେ। ମାଲି ମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ବିଛା: କର୍ମକ୍ଷେତ୍ରରେ ଶୁଭ ଫଳ ମିଳିବ। ଯାତ୍ରାରେ ସଫଳତା ହାସଲ କରିବେ। ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ ।

ଧନୁ: ସଭାସମିତି କିମ୍ବା ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଉପୁଜିପାରେ। ଚେଷ୍ଟା କରୁଥିବା କାମ ଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ବାକି ପଡିଥିବା ଟଙ୍କା ଆଦାୟ ପାଇଁ ଅନୁକୁଳ ସୁଯୋଗ ସୃଷ୍ଟି ହେବ।

ମକର: ପୂର୍ବ ସ୍ଥିରୀକୃତ ଯୋଜନା ଠିକ୍ ଭାବରେ ହେବା କଷ୍ଟକର ହେବ। ପ୍ରତ୍ୟେକ କ୍ଷେତ୍ରରେ ର୍ଧଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ।

କୁମ୍ଭ: ଖାଦ୍ୟ ପେୟର ଅନିୟମିତତା ଯୋଗୁ ଶରୀର ଅସୁସ୍ଥ ହୋଇପାରେ। କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି।

ମୀନ: ପାରିବାରିକ କ୍ଷେତ୍ରରେ ସମସ୍ୟାଦେଖା ଦେଇପାରେ। ଯାନବାହନ ଚଳାଇବାବେଳେ ଆଜି ସତର୍କତା ଅବଲମ୍ବନ କରନ୍ତୁ।

 

The post ୫ ଅକ୍ଟୋବର,ବୁଧବାର: କର୍ମ କ୍ଷେତ୍ରରେ ନୂତନ ଦାୟିତ୍ୱ ନେବେ appeared first on Odisha Reporter.



from Odisha Reporter https://odishareporter.in/astrology/5th-october-daily-horoscope-771491

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages