ଗ୍ୟାସ ସିଲିଣ୍ଡର ଫାଟି ଭାଇଭଉଣୀ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 13, 2022

ଗ୍ୟାସ ସିଲିଣ୍ଡର ଫାଟି ଭାଇଭଉଣୀ ଗୁରୁତର

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ଗ୍ୟାସ ସିଲିଣ୍ଡର ଫାଟି ଭାଇଭଉଣୀ ଗୁରୁତର ଆହତ ହୋଇଛନ୍ତି। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସଦର ବ୍ଲକ କୁଅଁରପୁରରେ ଗାଁରେ। ଆହତ ଦୁଇଜଣଙ୍କୁ ବାଲେଶ୍ୱର ଫକୀରମୋହନ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଗତକାଲି ରାତିରେ ଭାଇଭଉଣୀ ରୋଷେଇ କରୁଥିଲେ। ହଠାତ୍ ଏହି ସମୟରେ ଗ୍ୟାସ ପାଇପରେ ନିଆଁ ଲାଗି ଯାଇଥିଲା।  ଏହାପରେ ନିଆଁ ଚାରିଆଡ଼େ ବ୍ୟାପିଯାଇଥଲା। ଭାଇ ଭଉଣୀ ଦୁଇଜଣ  ନିଆଁ ପୋଡ଼ିଯାଇ ଗୁରୁତର ଆହତ ହୋଇଥିଲେ।  ପରିବାର ଲୋକ ତୁରନ୍ତ ସେମାନକୁ ଉଦ୍ଧାର କରି ବାଲେଶ୍ୱର ମେଡିକାଲରେ ଭର୍ତ୍ତି କରିଥିଲେ। ଭାଇର ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସାପରେ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।  ଏହି ଦୁର୍ଘଟଣାରେ ପରିବାର ଲୋକଙ୍କର କିଛି ହୋଇ ନାହିଁ।

 

The post ଗ୍ୟାସ ସିଲିଣ୍ଡର ଫାଟି ଭାଇଭଉଣୀ ଗୁରୁତର appeared first on Odisha Reporter.



from Odisha Reporter https://ift.tt/wj97Evf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages