ମେଷ: ଦିନଟି ଶୁଭଫଳ ପ୍ରଦାନ କରିବ। ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ।
The post ୨୯ ନଭେମ୍ବର, ମଙ୍ଗଳବାର: କ୍ରୋଧ ଓ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ appeared first on Odisha Reporter.
from Odisha Reporter https://ift.tt/syUldfc
ସମସ୍ତଙ୍କର ନଜର
ମେଷ: ଦିନଟି ଶୁଭଫଳ ପ୍ରଦାନ କରିବ। ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ।
ମିଥୁନ: ସନ୍ତାନଙ୍କୁ ନେଇ ଶୁଭ ସମାଚାର ପାଇବେ। ପିଲାଦିନର ମିତ୍ରଙ୍କ ସହିତ ଭେଟ ହେବ। ବ୍ୟବସାୟ ପାଇଁ ଦିନଟି ଅନୁକୂଳ ରହିବ।
ସିଂହ: ଅଫିସ୍ରେ ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁସମ୍ପର୍କ ରହିବ। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କ ପାଇଁ ପରିସ୍ଥିତି ଅନୁକୂଳ ରହିବ। ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବ।
କନ୍ୟା: କ୍ରୋଧ ଓ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ପାରିବାରିକ ସମସ୍ୟା ଦୂର କରିବାକୁ ଅଗ୍ରସର ହେଲେ ସେଥିରେ ସଫଳ ହେବେ।
ତୁଳା: ପ୍ରତ୍ୟେକ କାର୍ଯ୍ୟରେ ବାଧା ସୃଷ୍ଟି ହୋଇପାରେ। ପାରିବାରିକ ସମସ୍ୟା ମନକୁ ଭାରାକ୍ରାନ୍ତ ରହିବ। ଆକସ୍ମିକ ଖର୍ଚ୍ଚ ହୋଇପାରେ।
ବିଛା: ସୁଖ, ଶାନ୍ତି ବଜାୟ ରହିବ। ସ୍ୱାସ୍ଥ୍ୟ ଭଲ ରହିବ। ବନ୍ଧୁ ବା ପରିବାର ଲୋକଙ୍କ ସହିତ ଦୂର ସ୍ଥାନକୁ ଯାଇପାରନ୍ତି।
ଧନୁ: ମାନସିକ ଶାନ୍ତି ଲାଭ କରିବେ। ବକେୟା ଅର୍ଥ ମିଳିବ। ଘରର ବାତାବରଣ ଭଲ ରହିବ।
ମକର: ପାରିବାରିକ ଜୀବନରେ ସାମାନ୍ୟ କଥାକୁ ନେଇ ମତାନ୍ତର ଦେଖାଦେଇପାରେ। ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଓ ପ୍ରତିଷ୍ଠାରେ ହାନି ହେବାର ଆଶଙ୍କା ଅଛି।
କୁମ୍ଭ: ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। କୌଣସି ସ୍ଥାନକୁ ଯାତ୍ରା କରିପାରନ୍ତି। ଭାଇମାନଙ୍କ ସହିତ ସୁସମ୍ପର୍କ ରହିବ।
ମୀନ: କ୍ରୋଧ ଓ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନକୁ ଆସିବାକୁ ଦିଅନ୍ତୁ ନାହିଁ। ମଧ୍ୟାହ୍ନ ପରେ ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ।
The post ୨୯ ନଭେମ୍ବର, ମଙ୍ଗଳବାର: କ୍ରୋଧ ଓ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ appeared first on Odisha Reporter.
About Unknown
ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...
Hello, my name is Jack Sparrow. I'm a 50 year old self-employed Pirate from the Caribbean.
Learn More →
No comments:
Post a Comment