ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କର ବିସ୍ଫୋରକ ବୟାନକୁ ନେଇ ରାଜ୍ୟ ରାଜନୀତିରେ କଂପନ। ସିଧା ମୁଖ୍ୟମନ୍ତ୍ରୀଙ୍କୁ ନିଶାନା କରିଛନ୍ତି ଜୟନାରାୟଣ। କହିଛନ୍ତି, ପଦ୍ମପୁରକୁ ପ୍ରଚାରରେ ଯିବା ପୂର୍ବରୁ ଡିଲ୍ କରିଥିଲା ବିଜେଡି। ଭୁବନେଶ୍ୱରରେ କଂଗ୍ରେସର ଶୀର୍ଷ ନେତୃତ୍ୱଙ୍କ ସହ ହୋଇଥିଲା ମୂଲଚାଲ।
The post ଭୋଟ୍ ଡାଇଭର୍ଟ ନୁହେଁ, ଡିଲ୍! appeared first on Odisha Reporter.
from Odisha Reporter https://ift.tt/r4Nsvca
No comments:
Post a Comment