ବାରଙ୍ଗ ଥାନା ଏଏସ୍‌ଆଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, December 17, 2022

ବାରଙ୍ଗ ଥାନା ଏଏସ୍‌ଆଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ (ଓଡ଼ିଶା ରିପୋର୍ଟର):କଟକ ଜିଲ୍ଲା ବାରଙ୍ଗ ଥାନା ଏଏସ୍‌ଆଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ଅଶୋକ ପ୍ରଧାନ। ନନ୍ଦନକାନନ ସ୍ଥିତ ପଦାସାହି ଘରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ପୁଲିସ୍ ଓ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ କରିଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

ମିଳିଥିବା ସୂଚନା ମୁତାବକ, ଗତକାଲି ରାତିରେ ଡ୍ୟୁଟି ସାରି ଘରକୁ ଯାଇଥିଲେ ଏଏସ୍‌ଆଇ ଅଶୋକ ପ୍ରଧାନ। ଘରେ ପରିବାରର ଅନ୍ୟ ସଦସ୍ୟମାନେ ମଧ୍ୟ ଥିଲେ। ହେଲେ ଆଜି ସକାଳେ ତାଙ୍କ ମୃତଦେହକୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ତେଣୁ ତାଙ୍କ ମୃତ୍ୟୁକୁ ନେଇ ଅନେକ ପ୍ରଶ୍ନ ସୃଷ୍ଟି ହୋଇଛି।

The post ବାରଙ୍ଗ ଥାନା ଏଏସ୍‌ଆଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର appeared first on Odisha Reporter.



from Odisha Reporter https://ift.tt/Z7VuQ38

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages