ଭୁବନେଶ୍ୱର ଏମ୍ସରେ ସିବିଆଇ ଚଢଉ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 30, 2023

ଭୁବନେଶ୍ୱର ଏମ୍ସରେ ସିବିଆଇ ଚଢଉ

ଭୁବନେଶ୍ୱର ଏମ୍ସରେ ସିବିଆଇ ଚଢଉ କରିଛି। ଏମ୍ସର ଫାର୍ମାସି ଷ୍ଟୋରର ଟେଣ୍ଡର ପ୍ରକ୍ରିୟାରେ ଅନିୟମିତତା ହୋଇଥିବା ଅଭିଯୋଗ ପରେ ସିବିଆଇ ପକ୍ଷରୁ ଗତକାଲି ଚଢ଼ାଉ କରାଯାଇଥିଲା। ସିବିଆଇ ଟିମ୍ ଚଢଉ କରି ଟେଣ୍ଡର ସମ୍ବନ୍ଧୀୟ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଥିବା ସୂଚନା ମିଳିଛି।

ଏଥିସହ ଟେଣ୍ଡର ପ୍ରକ୍ରିୟା ନେଇ ଫାର୍ମାସି ଷ୍ଟୋର କର୍ତ୍ତୃପକ୍ଷଙ୍କୁ ପଚରାଉଚରା କରିଥିବା ସୂଚନା ମିଳିଛି। ଫାର୍ମାସି ଷ୍ଟୋରର ଟେଣ୍ଡର ପ୍ରକ୍ରିୟା ଠିକ୍‌ ହୋଇଥିଲା ଥିଲା ନା ନାହିଁ, ଏଥିରେ କିଛି ଅନିୟମିତତା ହୋଇଛି ନାହିଁ ସେନେଇ ପଚରାଉଚରା କରାଯାଇଥିଲା। ଚଢ଼ାଉରେ ସିବିଆଇର ଦୁଇଟି ଟିମରେ ୮ଜଣ ଅଫିସର ସାମିଲ ହୋଇଥିଲେ।

ସିବିଆଇ ଜବତ କରିଥିବା କାଗଜପତ୍ରର ତଦନ୍ତ କରି କେତେଜଣଙ୍କୁ ପଚରାଉଚରା ପାଇଁ ନୋଟିସ ଦେଇପାରେ ବୋଲି ସୂଚନା ମିଳିଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/WfI0hi4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages