କୋଟିଆରେ ଆନ୍ଧ୍ର ଅଫିସରଙ୍କୁ ଗୋ’ ବ୍ୟାକ୍‌ କହିଲେ ଧର୍ମେନ୍ଦ୍ର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 2, 2023

କୋଟିଆରେ ଆନ୍ଧ୍ର ଅଫିସରଙ୍କୁ ଗୋ’ ବ୍ୟାକ୍‌ କହିଲେ ଧର୍ମେନ୍ଦ୍ର

କୋରାପୁଟ ଜିଲ୍ଲାର ବିବାଦୀୟ ସୀମାବର୍ତ୍ତି ଗ୍ରାମପୁଞ୍ଜ 'କୋଟିଆ' ଉପରେ, ପଡ଼ୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ ଲୋଲୁପ ଦୃଷ୍ଟି ପକାଇଥିବା ବେଳେ; ଆଜି ସେଠାରେ ଆଡ଼ମ୍ବର ସହକାରେ ଉତ୍କଳ ଦିବସ ପାଳିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ ଆଦିବାସୀ ଗାଁ ଫାଟୁସିନେରି ଗସ୍ତ ବେଳେ, ସେଠାରେ ଡେରା ପକାଇଥିବା କିଛି ଆନ୍ଧ୍ର ପୁଲିସ ଓ ପ୍ରଶାସନିକ ଅଧିକାରୀଙ୍କୁ ଦେଖି ସେମାନେ କାହିଁକି ଆସିଛନ୍ତି ବୋଲି ପଚାରିଥିଲେ କେନ୍ଦ୍ରମନ୍ତ୍ରୀ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/HDJitTf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages