ରେରା ନୂଆ ସଦସ୍ୟ ହେଲେ ଗୋପାଳ ଚନ୍ଦ୍ର ପଟ୍ଟନାୟକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 4, 2023

ରେରା ନୂଆ ସଦସ୍ୟ ହେଲେ ଗୋପାଳ ଚନ୍ଦ୍ର ପଟ୍ଟନାୟକ

ଓଡ଼ିଶା ରିଏଲ ଇଷ୍ଟେଟ୍ ରେଗୁଲେଟାରୀ ଅଥରିଟି(ରେରା)ର ନୂଆ ସଦସ୍ୟ ଭାବେ ଅବସରପ୍ରାପ୍ତ ଜିଲ୍ଲା ଜଜ୍ ଗୋପାଳ ଚନ୍ଦ୍ର ପଟ୍ଟନାୟକଙ୍କୁ ନିଯୁକ୍ତି ମିଳିଛି । ଆଜି ଏନେଇ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି ।

ସୂଚନା ଅନୁସାରେ ଜଷ୍ଟିସ ବି ଆର ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଚୟନ କମିଟି ଦ୍ୱାରା  ଅବସରପ୍ରାପ୍ତ ଜିଲ୍ଲା ଜଜ୍ ଶ୍ରୀ ପଟ୍ଟନାୟକଙ୍କୁ ରେରା ସଦସ୍ୟ ଭାବେ ଚୟନ କରାଯାଇଛି । ଶ୍ରୀ ପଟ୍ଟନାୟକ ୬୫ବର୍ଷ ବୟସ ହେବା ପର୍ଯ୍ୟନ୍ତ ଅବା ଏହି ପଦବୀରେ କାର୍ଯ୍ୟ କରିପାରିବେ । ରେରା ସଦସ୍ୟଙ୍କୁ ରାଜ୍ୟ ସରକାରଙ୍କ ପ୍ରମୁଖ ସଚିବ ପାହ୍ୟାର ସୁବିଧା ସୁଯୋଗ ମିଳିଥାଏ । ଏବେ ରେରା ଅଧ୍ୟକ୍ଷ ଭାବେ ସିଦ୍ଧାନ୍ତ ଦାସ କାର୍ଯ୍ୟ କରୁଥିବାବେଳେ ସଦସ୍ୟ ଭାବେ ଅବସରପ୍ରାପ୍ତ ଆଇଏଏସ୍ ପ୍ରଦୀପ କୁମାର ବିଶ୍ୱାଳ ଅଛନ୍ତି ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/YSyozue

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages