ଚୌଦ୍ଵାରରେ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଚାଲିଥିବା ବେଳେ ଅଘଟଣ। ଛୁରା ମାଡ଼ରେ ଯୁବକ ମୃତ। ଛୁରା ମାଡ଼ କରିଥିବା ଜଣେ ଯୁବକକୁ ଗ୍ରାମବାସୀ କାବୁ କରି ଅଟକ ରଖିଥିଲେ। ତାକୁ ଚୌଦ୍ଵାର ପୋଲିସ ନେବାକୁ ଚେଷ୍ଟା କରୁଥିବା ବେଳେ ଘଟଣା ସ୍ଥଳରେ ଉତ୍ତେଜନା।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/HIGgxEW
No comments:
Post a Comment