ଭୀଷଣ ବାତ୍ୟାର ରୂପ ନେଲା ବାତ୍ୟା 'ମୋକା' - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 11, 2023

ଭୀଷଣ ବାତ୍ୟାର ରୂପ ନେଲା ବାତ୍ୟା 'ମୋକା'

ଭୀଷଣ ବାତ୍ୟାର ରୂପ ନେଲା ବାତ୍ୟା 'ମୋକା'। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏହା ଅତି ଭୀଷଣ ବାତ୍ୟାର ରୂପ ନେଇଛି। ଏହା ଘଣ୍ଟା ପ୍ରତି ୯ କିମି ବେଗରେ ଉତ୍ତର ଆଡ଼କୁ ଗତି କରୁଛି 'ମୋକା'।

ତେବେ ୧୪ ତାରିଖ ପୂର୍ବାହ୍ନରେ ଏହା ବାଂଲାଦେଶ ଓ ମିଆଁମାର ମଧ୍ୟରେ ଉପକୂଳ ଛୁଇଁପାରେ। ଲ୍ୟାଣ୍ଡଫଲ୍‌ ବେଳେ ଘଣ୍ଟାପ୍ରତି ସର୍ବାଧିକ ୧୭୫ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ବାତ୍ୟା 'ମୋକା'ର ପ୍ରଭାବ ଓଡ଼ିଶା ଉପରେ ପଡ଼ିବନି ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।

ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ‘ଓଡ଼ିଶାକୁ ବାତ୍ୟା ଜନିତ ପବନ କି ବର୍ଷା, କିଛି ହେବନି। ବାତ୍ୟାର ପ୍ରଭାବ ଓଡ଼ିଶା କି ଆନ୍ଧ୍ରପ୍ରଦେଶ ଉପରେ ପଡ଼ିବନି। ବାତ୍ୟା ଜନିତ ପବନ କି ବର୍ଷା ଓଡ଼ିଶା ଏବଂ ଆନ୍ଧ୍ରରେ ହେବନି’ ବୋଲି ଆଇଏମ୍‌ଡି ଡିଜି ସୂଚନା ଦେଇଛନ୍ତି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/GLQbJFi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages