‘ବିଜେଡିରେ ବିସ୍ଫୋରଣ ହେବ’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 29, 2023

‘ବିଜେଡିରେ ବିସ୍ଫୋରଣ ହେବ’

ସିଟିଂ ଏମଏଲଏଙ୍କ ସହ କଥା ହେଉଛୁ, ସମସ୍ତେ ଅସନ୍ତୁଷ୍ଟ ଅଛନ୍ତି। ସବୁ ଏମଏଲଏ ଆମ କଣ୍ଟାକ୍ଟରେ ରହିଛନ୍ତି। କଥା ହେଉଛୁ ଆଗକୁ ବିଜେଡିରେ ବିସ୍ଫୋରଣ ହେବ ବୋଲି କହିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଏନେଇ ବିଜେଡିର ପ୍ରତିକ୍ରିୟା ମିଳିପାରି ନାହିଁ। 



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/zonce4d

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages