ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 17, 2023

ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ସକାଳ ୧୦ଟାରେ କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ଫଳାଫଳ ଘୋଷଣା କରାଯିବ। ମଧ୍ୟାହ୍ନ ୧୨ଟା ସୁଦ୍ଧା ବୋର୍ଡ ୱେବ୍ ସାଇଟରେ ରେଜଲ୍ଟ ଉପଲବ୍ଧ ହେବ।

ପରିକ୍ଷାର୍ଥୀମାନେ www. bseodisha.ac.in ସାଇଟରେ ନିଜ ରେଜଲ୍ଟ ପାଇପାରିବେ। ଏହାବାଦ SMS ମାଧ୍ୟମରେ ବି ପରୀକ୍ଷାର୍ଥୀମାନେ ଫଳାଫଳ ଜାଣିପାରିବେ। OR10 ଲେଖି ସ୍ପେଶ ଦେବାପରେ ନିଜ ରୋଲ୍ ନମ୍ବରକୁ ଟାଇପ କରି 5676750 ନମ୍ବରକୁ ପଠାଇ ସେମାନେ ରେଜଲ୍ଟ ଜାଣିପାରିବେ।

ପରୀକ୍ଷା ଫଳକୁ ନେଇ ଯଦି ପରୀକ୍ଷାର୍ଥୀଙ୍କର କିଛି ଆପତ୍ତି ଅଭିଯୋଗ ଥାଏ ତେବେ ଗୋଟିଏ ମାସ ମଧ୍ୟରେ ସେମାନେ ବୋର୍ଡ କର୍ତ୍ତୃପକ୍ଷଙ୍କୁ ଜଣାଇପାରିବେ। ସେଥିପାଇଁ ବୋର୍ଡ ପକ୍ଷରୁ ଏକ କଣ୍ଟ୍ରୋଲ ରୁମ୍ ନମ୍ବର ୦୬୭୧-୨୪୧୫୪୬୦ ଜାରି କରାଯାଇଛି।

ଚଳିତ ବର୍ଷ ୫ ଲକ୍ଷ ୪୧ ହଜାର ପିଲା ମାଟ୍ରିକ ପରୀକ୍ଷା ଦେଇଛନ୍ତି । ମାର୍ଚ୍ଚ ୧୦ରୁ ପରୀକ୍ଷା ଆରମ୍ଭ ହୋଇ ୨୦ ତାରିଖରେ ଶେଷ ହୋଇଥିଲା । ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ୧୩ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ପରୀକ୍ଷା ଖାତା ଦେଖାରେ ନିୟୋଜିତ ହୋଇଥିଲେ। ଆଜି ଷ୍ଟେଟ୍ ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/SxVQgPW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages