ପୁଟିନଙ୍କ ସମେତ ପୂରା ବିଶ୍ୱର ଶୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 4, 2023

ପୁଟିନଙ୍କ ସମେତ ପୂରା ବିଶ୍ୱର ଶୋକ

ଶୁକ୍ରବାର ସନ୍ଧ୍ୟାରେ ଓଡ଼ିଶାର ବାଲେଶ୍ୱରରେ ଘଟିଥିବା ଭୟଙ୍କର ରେଳ ଦୁର୍ଘଟଣାକୁ ନେଇ ପୂରା ବିଶ୍ୱ ଶୋକ ପ୍ରକାଶ କରିଛି। ଏହି ଦୁର୍ଘଟଣାରେ ୨୭୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧ ହଜାରରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଏବେ ବି ଅନେକ ଲୋକ ଜୀବନ ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି। ଏହି ଘଟଣାକୁ ନେଇ ପୂରା ଦେଶ ସ୍ତବ୍ଧ ହୋଇଯାଇଥିବା ବେଳେ ବିଶ୍ୱସ୍ତରୀୟ ନେତାମାନେ ମଧ୍ୟ ମର୍ମାହତ ହୋଇଛନ୍ତି। ସେମାନେ ଓଡ଼ିଶାର ଟ୍ରେନ ଟ୍ରାଜେଡିକୁ ନେଇ ଶୋକ ପ୍ରକାଶ କରିଛନ୍ତି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/FmZyTQu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages