ପର: ସଭଦରଙକ ଦରପଦଳନ ରଥର ଅଖର ଫଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, June 16, 2023

ପର: ସଭଦରଙକ ଦରପଦଳନ ରଥର ଅଖର ଫଟ

ପୁରୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ମଝିରେ ଆଉ ୨ ଦିନ ଥିବା ବେଳେ ଦେବୀ ସୁଭଦ୍ରାଙ୍କ ରଥ ଦର୍ପଦଳନର ଅଖରେ ଦେଖିବାକୁ ମିଳିଛି ଫାଟ। ରଥର ଉଛୁଳା ଅଖରେ ଫାଟ ଥିବା ଦେଖିବାକୁ ମିଳିଛି। ଫାଟକୁ ଲୁଚେଇବା ପାଇଁ ମହାରଣାମାନେ ବଟମ୍ ପ୍ୟାକିଂ କରି କ୍ଲାମ୍ପ ଫିଟିଂ କରିଛନ୍ତି। ତଥାପି ଅଖଟି ଦୁର୍ବଳ ଥିବା ଜଣାପଡ଼ିଛି। ତେଣୁ କୌଣସି ଅଘଟଣ ଆଶଙ୍କାକୁ ଏଡ଼ାଇ ଦିଆଯାଇ ନପାରେ। ତେବେ ଏତେ ବଡ଼ ତ୍ରୁଟିକୁ କିଏ ଓ କାହିଁକି ଲୁଚେଇଲା, ତାକୁ ନେଇ ବଡ଼ ପ୍ରଶ୍ନ ସୃଷ୍ଟି ହୋଇଛି।

ବରିଷ୍ଠ ଦଇତାପତି ବିନାୟକ ଦାସ ମହାପାତ୍ର କହିଛନ୍ତି, ଉଛୁଳା ଅଖରେ ଫାଟ ସ୍ପଷ୍ଟ ଦେଖାଯାଉଛି। ଏବେ ବି ସମୟ ଅଛି। ଏହାକୁ ସୁଧାରିବାକୁ ପଦକ୍ଷେପ ନିଆଯାଉ। ନ ହେଲେ ଅଘଟଣ ଘଟିପାରେ। ସେଥିପାଇଁ ଜିଲ୍ଲା ପ୍ରଶାସନ ବା ଶ୍ରୀମନ୍ଦିର ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଉ। ନ ହେଲେ କୌଣସି ଅଘଟଣ ପାଇଁ ସେମାନେ ହିଁ ଦାୟୀ ରହିବେ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/2AFwzL9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages