ଡକତର ଜଗନନଥ ମହପତରଙକ ପରଲକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 13, 2023

ଡକତର ଜଗନନଥ ମହପତରଙକ ପରଲକ

ଭୁବନେଶ୍ୱରର ପୂର୍ବତନ ପୌରାଧ୍ୟକ୍ଷ ଯଥା ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ବର୍ଷ ହୋଇଥିଲା। ଜଗନ୍ନାଥ ଭୁବନେଶ୍ୱର ସ୍ଥିତ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। 

ସହିଦନଗର ସ୍ଥିତ ବାସଭବନରେ ଜଗନ୍ନାଥଙ୍କ ଶେଷ ଦର୍ଶନ କରୁଛନ୍ତି ନିକଟ ସମ୍ପର୍କୀୟ ଓ ସାଧାରଣ ଜନତା। ଭୁବନେଶ୍ୱର ସହିଦନଗର ପୂଜାମଣ୍ଡପର କର୍ମକର୍ତ୍ତା ଥିଲେ ଡାକ୍ତର ଜଗନ୍ନାଥ ମହାପାତ୍ର।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/DsPbZEd

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages