ଜନ ଗରବର: ଦର ସଥନକ ଯତର କରପରନତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 14, 2023

ଜନ ଗରବର: ଦର ସଥନକ ଯତର କରପରନତ

ମେଷ: ଜନସେବାରେ ନିଜକୁ ନିୟୋଜିତ କରିବେ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଭିନ୍ନ କାର୍ଯ୍ୟରେ ବାଧା ସୃଷ୍ଟି ହେଲେ ମଧ୍ୟ ନିରାକରଣ ଓ ସମାଧାନ କରିପାରିବେ।

ବୃଷ: ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। କର୍ମକ୍ଷେତ୍ରରେ ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ ।

ମିଥୁନ: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ବ୍ୟବସାୟରେ ଲାଭ ହେବ। ଘରକୁ ଅତିଥି ଆସିପାରନ୍ତି। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ।

କର୍କଟ: ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବା ଫଳରେ ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ। ଅନେକ ସମସ୍ୟାର ସମାଧାନ ହୋଇ ଯଶ ଲାଭ କରିବେ। ଅଚାନକ ଧନପ୍ରାପ୍ତିର ଯୋଗ ରହିଛି।

ସିଂହ: ସହକର୍ମୀ ଓ କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। କର୍ମକ୍ଷେତ୍ରରେ କରିଥିବା କାମର ଶୁଭ ସୂଚନା ପାଇବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ।

କନ୍ୟା: ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ।

ତୁଳା: କାମଧନ୍ଦାରେ ମନ ଲାଗିବା ଫଳରେ ବିଶେଷ ଉପକୃତ ହେବେ। ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ।

ବିଚ୍ଛା: ବ୍ୟବସାୟରେ ଅଧିକ ଲାଭ ହେବ। ଅଚାନକ ଧନପ୍ରାପ୍ତି ହୋଇ ଆର୍ଥିକସ୍ଥିତି ସୁଧୁରି ଯିବ। ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମ କ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ।

ଧନୁ: ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ ।

ମକର: ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ଅର୍ଥଲାଭର ମାର୍ଗ ଖୋଲି ଯିବାସହ କୌଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି।

କୁମ୍ଭ: ବରିଷ୍ଠ ବ୍ୟକ୍ତିଙ୍କ ଆଶୀର୍ବାଦ ପାଇ କର୍ମକ୍ଷେତ୍ରରେ ଆପଣଙ୍କର କାର୍ଯ୍ୟ ପ୍ରଶଂସିତ ହେବ। ନୂତନ ବ୍ୟବସାୟର ଯୋଜନା କରିବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ବନ୍ଧୁତ୍ଵ ବୃଦ୍ଧି ପାଇବ ।

ମୀନ: ଧନପ୍ରାପ୍ତିର ଯୋଗ ରହିଛି। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ କରିବାକୁ ଚେଷ୍ଟିତ ହେବେ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/TgyNR1d

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages